ଯିରିମୀୟ 44:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 କାରଣ ଆମ୍ଭେ ଯେପରି ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା ଯିରୂଶାଲମକୁ ଦଣ୍ଡ ଦେଇଅଛୁ, ତଦ୍ରୂପ ମିସର ଦେଶରେ ବାସକାରୀମାନଙ୍କୁ ଦଣ୍ଡ ଦେବା; Faic an caibideilପବିତ୍ର ବାଇବଲ (Re-edited) - (BSI)13 କାରଣ ଆମ୍ଭେ ଯେପରି ଖଡ଼୍ଗ, ଦୁର୍ଭିକ୍ଷ ଓ ମହାମାରୀ ଦ୍ଵାରା ଯିରୂଶାଲମକୁ ଦଣ୍ତ ଦେଇଅଛୁ, ତଦ୍ରୂପ ମିସର ଦେଶରେ ବାସକାରୀମାନଙ୍କୁ ଦଣ୍ତ ଦେବା; Faic an caibideilଓଡିଆ ବାଇବେଲ13 କାରଣ ଆମ୍ଭେ ଯେପରି ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା ଯିରୂଶାଲମକୁ ଦଣ୍ଡ ଦେଇଅଛୁ, ତଦ୍ରୂପ ମିସର ଦେଶରେ ବାସକାରୀମାନଙ୍କୁ ଦଣ୍ଡ ଦେବା; Faic an caibideilପବିତ୍ର ବାଇବଲ13 ଆଉ ଆମ୍ଭେ ଯେପରି ଖଡ଼୍ଗ, ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା ଯିରୁଶାଲମକୁ ଦଣ୍ଡ ଦେଇଥିଲୁ, ସେହିପରି ମିଶର ଦେଶରେ ବାସ କରୁଥିବା ପ୍ରବାସୀମାନଙ୍କୁ ଦଣ୍ଡ ଦେବୁ। Faic an caibideil |
କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଯିରୂଶାଲମ ନିବାସୀମାନଙ୍କ ଉପରେ ଯେପରି ଆମ୍ଭର କ୍ରୋଧ ଓ ପ୍ରଚଣ୍ଡ କୋପ ଢଳା ଯାଇଅଛି, ସେପରି ତୁମ୍ଭେମାନେ ଯେତେବେଳେ ମିସରରେ ପ୍ରବେଶ କରିବ, ସେତେବେଳେ ତୁମ୍ଭମାନଙ୍କ ଉପରେ ଆମ୍ଭର ପ୍ରଚଣ୍ଡ କୋପ ଢଳାଯିବ; ପୁଣି, ତୁମ୍ଭେମାନେ ଅଭିଶାପ, ବିସ୍ମୟ, ଶ୍ରାପ ଓ ନିନ୍ଦାର ପାତ୍ର ହେବ ଓ ତୁମ୍ଭେମାନେ ଏହି ସ୍ଥାନ ଆଉ ଦେଖିବ ନାହିଁ।