ଯିରିମୀୟ 44:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 “ତୁମ୍ଭେ ସଦାପ୍ରଭୁଙ୍କ ନାମରେ ଆମ୍ଭମାନଙ୍କୁ ଯେଉଁ କଥା କହିଅଛ, ତୁମ୍ଭର ସେହି କଥା ଆମ୍ଭେମାନେ ଶୁଣିବୁ ନାହିଁ। Faic an caibideilପବିତ୍ର ବାଇବଲ (Re-edited) - (BSI)16 ତୁମ୍ଭେ ସଦାପ୍ରଭୁଙ୍କ ନାମରେ ଆମ୍ଭମାନଙ୍କୁ ଯେଉଁ କଥା କହିଅଛ, ତୁମ୍ଭର ସେହି କଥା ଆମ୍ଭେମାନେ ଶୁଣିବୁ ନାହିଁ। Faic an caibideilଓଡିଆ ବାଇବେଲ16 “ତୁମ୍ଭେ ସଦାପ୍ରଭୁଙ୍କ ନାମରେ ଆମ୍ଭମାନଙ୍କୁ ଯେଉଁ କଥା କହିଅଛ, ତୁମ୍ଭର ସେହି କଥା ଆମ୍ଭେମାନେ ଶୁଣିବୁ ନାହିଁ। Faic an caibideilପବିତ୍ର ବାଇବଲ16 “ତୁମ୍ଭେ ସଦାପ୍ରଭୁଙ୍କ ନାମରେ ଆମ୍ଭମାନଙ୍କୁ ଯେଉଁ କଥା କହିଅଛ, ତୁମ୍ଭର ସେହି କଥା ଆମ୍ଭେମାନେ ଶୁଣିବୁ ନାହିଁ। Faic an caibideil |
ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେମାନେ ଆକାଶର ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବା ପାଇଁ ଓ ପେୟ-ନୈବେଦ୍ୟ ଢାଳିବା ପାଇଁ ଯେଉଁ ମାନତ କରିଅଛୁ, ତାହା ଅବଶ୍ୟ ସିଦ୍ଧ କରିବୁ, ଏହି କଥା ତୁମ୍ଭେମାନେ ଓ ତୁମ୍ଭମାନଙ୍କର ସ୍ତ୍ରୀମାନେ ମୁଖରେ କହି ହସ୍ତ ଦ୍ୱାରା ତାହା ସମ୍ପନ୍ନ କରିଅଛ। ତେବେ ତୁମ୍ଭମାନଙ୍କର ମାନତ ଦୃଢ଼ କର ଓ ତୁମ୍ଭମାନଙ୍କର ମାନତ ସିଦ୍ଧ କର।
ଏବେ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ, ମୃଦଙ୍ଗ ଓ ସର୍ବପ୍ରକାର ବାଦ୍ୟ ଶୁଣିଲେ, ତୁମ୍ଭେମାନେ ଯଦି ମୋʼ ନିର୍ମିତ ପ୍ରତିମାକୁ ମୁହଁ ମାଡ଼ି ପ୍ରଣାମ କରିବାକୁ ପ୍ରସ୍ତୁତ ହୁଅ, ତେବେ ଭଲ; ମାତ୍ର ଯଦି ତୁମ୍ଭେମାନେ ପ୍ରଣାମ ନ କର, ତେବେ ସେହି ଦଣ୍ଡରେ ତୁମ୍ଭେମାନେ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ନିକ୍ଷିପ୍ତ ହେବ; ଆଉ, ଏପରି କେଉଁ ଦେବତା ଅଛି ଯେ ତୁମ୍ଭମାନଙ୍କୁ ମୋʼ ହସ୍ତରୁ ଉଦ୍ଧାର କରିବ?”