ଯିରିମୀୟ 44:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 କାରଣ ସେମାନେ ଆମ୍ଭକୁ ବିରକ୍ତ କରିବା ପାଇଁ ଦୁଷ୍ଟତା କଲେ, ଅର୍ଥାତ୍, ସେମାନେ ଆପଣାମାନଙ୍କର ଓ ତୁମ୍ଭମାନଙ୍କର, ଆଉ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କର ଅଜ୍ଞାତ ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବାକୁ ଓ ସେମାନଙ୍କର ସେବା କରିବାକୁ ଗଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)3 କାରଣ ସେମାନେ ଆମ୍ଭକୁ ବିରକ୍ତ କରିବା ପାଇଁ ଦୁଷ୍ଟତା କଲେ, ଅର୍ଥାତ୍, ସେମାନେ ଆପଣାମାନଙ୍କର ଓ ତୁମ୍ଭମାନଙ୍କର, ଆଉ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କର ଅଜ୍ଞାତ ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇବାକୁ ଓ ସେମାନଙ୍କର ସେବା କରିବାକୁ ଗଲେ। Faic an caibideilଓଡିଆ ବାଇବେଲ3 କାରଣ ସେମାନେ ଆମ୍ଭକୁ ବିରକ୍ତ କରିବା ପାଇଁ ଦୁଷ୍ଟତା କଲେ, ଅର୍ଥାତ୍, ସେମାନେ ଆପଣାମାନଙ୍କର ଓ ତୁମ୍ଭମାନଙ୍କର, ଆଉ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କର ଅଜ୍ଞାତ ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବାକୁ ଓ ସେମାନଙ୍କର ସେବା କରିବାକୁ ଗଲେ।’ Faic an caibideilପବିତ୍ର ବାଇବଲ3 କାରଣ ସେମାନେ ଆମ୍ଭକୁ ବିଭକ୍ତ କରିବା ପାଇଁ ଦୁଷ୍କର୍ମ କଲେ। ସେମାନେ ଅନ୍ୟ ଦେବଗଣଙ୍କ ଉଦ୍ଦେଶ୍ୟରେ ଧୂପ ଜଳାଇଲେ ଓ ପୂଜା କରିବାକୁ ଗଲେ। ଯେଉଁ କାର୍ଯ୍ୟ ତୁମ୍ଭର ଲୋକମାନେ ଓ ତୁମ୍ଭ ପୂର୍ବପୁରୁଷମାନେ ଅତୀତରେ କରୁ ନ ଥିଲେ। Faic an caibideil |