Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 44:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଯିହୁଦା ଦେଶରେ ଓ ଯିରୂଶାଲମର ସମସ୍ତ ପଥରେ କୃତ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କର ଦୁଷ୍କ୍ରିୟା ଓ ଯିହୁଦା-ରାଜାଗଣର ଦୁଷ୍କ୍ରିୟା ଓ ସେମାନଙ୍କ ଭାର୍ଯ୍ୟାଗଣର ଦୁଷ୍କ୍ରିୟା, ଆଉ ତୁମ୍ଭମାନଙ୍କର ନିଜର ଦୁଷ୍କ୍ରିୟା ଓ ତୁମ୍ଭମାନଙ୍କର ଭାର୍ଯ୍ୟାଗଣର ଦୁଷ୍କ୍ରିୟା କି ତୁମ୍ଭେମାନେ ପାସୋରିଅଛ?

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

9 ଯିହୁଦା-ଦେଶରେ ଓ ଯିରୂଶାଲମର ସମସ୍ତ ପଥରେ କୃତ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କର ଦୁଷ୍କ୍ରିୟା ଓ ଯିହୁଦା ରାଜଗଣର ଦୁଷ୍କ୍ରିୟା ଓ ସେମାନଙ୍କ ଭାର୍ଯ୍ୟାଗଣର ଦୁଷ୍କ୍ରିୟା, ଆଉ ତୁମ୍ଭମାନଙ୍କର ନିଜର ଦୁଷ୍କ୍ରିୟା ଓ ତୁମ୍ଭମାନଙ୍କର ଭର୍ଯ୍ୟାଗଣର ଦୁଷ୍କ୍ରିୟା କି ତୁମ୍ଭେମାନେ ପାସୋରିଅଛ?

Faic an caibideil Dèan lethbhreac

ଓଡିଆ ବାଇବେଲ

9 ଯିହୁଦା ଦେଶରେ ଓ ଯିରୂଶାଲମର ସମସ୍ତ ପଥରେ କୃତ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କର ଦୁଷ୍କ୍ରିୟା ଓ ଯିହୁଦା ରାଜାଗଣର ଦୁଷ୍କ୍ରିୟା ଓ ସେମାନଙ୍କ ଭାର୍ଯ୍ୟାଗଣର ଦୁଷ୍କ୍ରିୟା, ଆଉ ତୁମ୍ଭମାନଙ୍କର ନିଜର ଦୁଷ୍କ୍ରିୟା ଓ ତୁମ୍ଭମାନଙ୍କର ଭର୍ଯ୍ୟାଗଣର ଦୁଷ୍କ୍ରିୟା କି ତୁମ୍ଭେମାନେ ପାସୋରିଅଛ ?

Faic an caibideil Dèan lethbhreac

ପବିତ୍ର ବାଇବଲ

9 ଯିହୁଦା ନଗରର ଓ ଯିରୁଶାଲମର ରାଜପଥରେ ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ଏବଂ ଯିହୁଦାର ରାଜାମାନେ ଓ ସେମାନଙ୍କର ସ୍ତ୍ରୀମାନେ କରିଥିବା ଅପରାଧ ଏବଂ ତୁମ୍ଭର ନିଜର କୁକର୍ମ ଓ ତୁମ୍ଭର ସ୍ତ୍ରୀମାନଙ୍କର କୁକର୍ମ, ତୁମ୍ଭେ ପାଶୋରି ଦେଇଛ କି?

Faic an caibideil Dèan lethbhreac




ଯିରିମୀୟ 44:9
9 Iomraidhean Croise  

“ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସକଳ ପଥରେ ତୁମ୍ଭେମାନେ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନେ, ତୁମ୍ଭମାନଙ୍କର ରାଜାଗଣ, ଓ ଅଧିପତିଗଣ ଓ ଦେଶସ୍ଥ ଲୋକ ସମସ୍ତେ ଯେଉଁ ଧୂପ ଜ୍ୱଳାଇଲେ, ସଦାପ୍ରଭୁ କି ତାହା ସ୍ମରଣ କଲେ ନାହିଁ ଓ ତାହା କି ତାଙ୍କ ମନରେ ପଡ଼ିଲା ନାହିଁ?


ତହୁଁ ଆମ୍ଭ ନାମରେ ଖ୍ୟାତ ଏହି ଗୃହ ମଧ୍ୟକୁ ଆସି ଆମ୍ଭ ସମ୍ମୁଖରେ ଠିଆ ହେବ, ଆଉ କହିବ, ‘ଆମ୍ଭେମାନେ ଉଦ୍ଧାର ପାଇଲୁ;’ ଯେପରି ଏହିସବୁ ଘୃଣାଯୋଗ୍ୟ କର୍ମ କରି ପାରୁ?


ତୁମ୍ଭେମାନେ କି ଚୋରି, ନରହତ୍ୟା ଓ ବ୍ୟଭିଚାର ଓ ମିଥ୍ୟା ଶପଥ ଓ ବାଲ୍‍ଦେବ ଉଦ୍ଦେଶ୍ୟରେ ଧୂପଦାହ ଓ ତୁମ୍ଭମାନଙ୍କର ଅଜ୍ଞାତ ଅନ୍ୟ ଦେବଗଣର ପଶ୍ଚାଦ୍‍ଗମନ କରିବ,


ତୁମ୍ଭେ ଏହି ପ୍ରାନ୍ତର ମଧ୍ୟରେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ କିପରି କ୍ରୁଦ୍ଧ କରାଇଅଛ, ତାହା ସ୍ମରଣ କର, ତୁମ୍ଭେ ତାହା ପାସୋର ନାହିଁ; ତୁମ୍ଭେ ମିସର ଦେଶରୁ ବାହାର ହେବା ଦିନଠାରୁ ଏହି ସ୍ଥାନକୁ ଆସିବା ପର୍ଯ୍ୟନ୍ତ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହାଚାରୀ ହୋଇଅଛ।


Lean sinn:

Sanasan


Sanasan