ଯିରିମୀୟ 46:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ସଦାପ୍ରଭୁ କହନ୍ତି, ତାହାର ଅରଣ୍ୟ ଅଗମ୍ୟ ହେଲେ ହେଁ ସେମାନେ ତାହା ହାଣି ପକାଇବେ; କାରଣ ସେମାନେ ପଙ୍ଗପାଳ ଅପେକ୍ଷା ଅନେକ ଓ ଅସଂଖ୍ୟ ଅଟନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)23 ସଦାପ୍ରଭୁ କହନ୍ତି, ତାହାର ଅରଣ୍ୟ ଅଗମ୍ୟ ହେଲେ ହେଁ ସେମାନେ ତାହା ହାଣି ପକାଇବେ; କାରଣ ସେମାନେ ପଙ୍ଗପାଳ ଅପେକ୍ଷା ଅନେକ ଓ ଅସଂଖ୍ୟ ଅଟନ୍ତି। Faic an caibideilଓଡିଆ ବାଇବେଲ23 ସଦାପ୍ରଭୁ କହନ୍ତି, “ତାହାର ଅରଣ୍ୟ ଅଗମ୍ୟ ହେଲେ ହେଁ ସେମାନେ ତାହା ହାଣି ପକାଇବେ; କାରଣ ସେମାନେ ପଙ୍ଗପାଳ ଅପେକ୍ଷା ଅନେକ ଓ ଅସଂଖ୍ୟ ଅଟନ୍ତି। Faic an caibideilପବିତ୍ର ବାଇବଲ23 ସଦାପ୍ରଭୁ କହନ୍ତି, “ମିଶରର ସୈନ୍ୟ ଅରଣ୍ୟ ସଦୃଶ। ଅଗଣିତ ହେଲେ ହେଁ ଶତ୍ରୁସୈନ୍ୟ ସେମାନଙ୍କୁ ହାଣି ପକାଇବେ। କାରଣ ଶତ୍ରୁସୈନ୍ୟ ପଙ୍ଗପାଳ ଅପେକ୍ଷା ଅନେକ ଓ ଅସଂଖ୍ୟ ଅଟନ୍ତି। Faic an caibideil |