Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 46:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ହେ ଅଶ୍ୱଗଣ, ଉଠିଯାଅ; ହେ ରଥସକଳ, ଗର୍ଜ୍ଜନ କର; ଆଉ, ବୀରମାନେ ବାହାର ହେଉନ୍ତୁ; ଢାଲବାହକ କୂଶ ଓ ପୂଟ୍‍, ଆଉ ଧନୁର୍ଦ୍ଧାରୀ ଓ ଧନୁରେ ଗୁଣଦାୟୀ ଲୁଦୀୟମାନେ, ବାହାର ହେଉନ୍ତୁ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

9 ହେ ଅଶ୍ଵଗଣ, ଉଠିଯାଅ; ହେ ରଥସକଳ, ଗର୍ଜ୍ଜନ କର; ଆଉ, ବୀରମାନେ ବାହାର ହେଉନ୍ତୁ; ଢାଲବାହକ କୁଶ୍ ଓ ପୁଟ୍, ଆଉ ଧନୁର୍ଦ୍ଧାରୀ ଓ ଧନୁରେ ଗୁଣଦାୟୀ ଲୁଦୀୟମାନେ, ବାହାର ହେଉନ୍ତୁ।

Faic an caibideil Dèan lethbhreac

ଓଡିଆ ବାଇବେଲ

9 ହେ ଅଶ୍ୱଗଣ, ଉଠିଯାଅ; ହେ ରଥସକଳ, ଗର୍ଜ୍ଜନ କର; ଆଉ, ବୀରମାନେ ବାହାର ହେଉନ୍ତୁ; ଢାଲବାହକ କୂଶ ଓ ପୂଟ୍‍, ଆଉ ଧନୁର୍ଦ୍ଧାରୀ ଓ ଧନୁରେ ଗୁଣଦାୟୀ ଲୁଦୀୟମାନେ, ବାହାର ହେଉନ୍ତୁ।

Faic an caibideil Dèan lethbhreac

ପବିତ୍ର ବାଇବଲ

9 ହେ ଅଶ୍ୱାରୋହୀଗଣ, ଅଗ୍ରସର ହୁଅ। ହେ ରଥାରୋହୀଗଣ ଦ୍ରୁତଗତିରେ ରଥ ଗ୍ଭଳନା କର, ହେ ବୀରଗଣ, ଆଗେଇ ଗ୍ଭଲ। ତୁମ୍ଭମାନଙ୍କର ଢାଲ ଧର। କୁଶ୍, ପୁ‌ଟ୍‌ରୁ ଓ ଲୁଦୀୟରୁ ଆସିଥିବା ଢାଲବାହକଗଣ, ତୁମ୍ଭେମାନେ ଧନୁରେ ଭଲଭାବରେ ଗୁଣ ଦିଅ।

Faic an caibideil Dèan lethbhreac




ଯିରିମୀୟ 46:9
14 Iomraidhean Croise  

ପୁଣି, ଲୁଦୀୟ ଓ ଅନାମୀୟ ଓ ଲହାବୀୟ ଓ ନପ୍ତୂହୀୟ


କୂଶ, ମିସର, ପୂଟ୍‍ ଓ କିଣାନ, ଏମାନେ ହାମର ସନ୍ତାନ।


ମିସର ଲୁଦୀୟ, ଅନାମୀୟ, ଲହାବୀୟ, ନପ୍ତୂହୀୟ,


ପୁଣି, ଆମ୍ଭେ ସେମାନଙ୍କ ମଧ୍ୟରେ ଏକ ଚିହ୍ନ ସ୍ଥାପନ କରିବା ଓ ସେମାନଙ୍କ ମଧ୍ୟରୁ ରକ୍ଷାପ୍ରାପ୍ତ ଲୋକମାନଙ୍କୁ ଆମ୍ଭେ ନାନା ଦେଶୀୟମାନଙ୍କ ନିକଟକୁ, ତର୍ଶୀଶ, ପୂଲ୍‍ ଓ ଲୁଦ୍‍, ଯେଉଁମାନେ ଧନୁର୍ଦ୍ଧାରୀ, ତୁବଲ୍‍ ଓ ଯବନ, ଇତ୍ୟାଦି ଯେଉଁ ଦୂରସ୍ଥ ଦ୍ୱୀପଗଣ ଆମ୍ଭର ସୁଖ୍ୟାତି ବିଷୟ କେବେ ଶୁଣି ନାହାନ୍ତି, କିଅବା ଆମ୍ଭର ପ୍ରତାପ ଦେଖି ନାହାନ୍ତି, ସେମାନଙ୍କ ନିକଟକୁ ପ୍ରେରଣ କରିବା ଓ ସେମାନେ ନାନା ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ମହିମା ପ୍ରକାଶ କରିବେ।


ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେମାନେ କମ୍ପିବାର ଓ ଭୟର ଶବ୍ଦ ଶୁଣିଅଛୁ, କିନ୍ତୁ ଶାନ୍ତିର ଶବ୍ଦ ନୁହେଁ।


ତାହାର ବଳବାନ ଅଶ୍ୱଗଣର ଖୁରା ଶବ୍ଦରେ, ରଥସମୂହର ବେଗ ଗମନରେ ଓ ଚକ୍ରର ଘର ଘର ଶବ୍ଦରେ ପିତୃଗଣ ଦୁର୍ବଳହସ୍ତ ହେବାରୁ ଆପଣା ସନ୍ତାନଗଣ ପ୍ରତି ଫେରି ଅନାଇବେ ନାହିଁ;


ତୁମ୍ଭେମାନେ ତୀର ତୀକ୍ଷ୍ଣ କର; ଦୃଢ଼ କରି ଢାଲ ଧର; ସଦାପ୍ରଭୁ ମାଦୀୟ ରାଜାଗଣର ମନ ଉତ୍ତେଜିତ କରିଅଛନ୍ତି; କାରଣ ବାବିଲକୁ ନଷ୍ଟ କରିବା ପାଇଁ ତାହା ବିରୁଦ୍ଧରେ ତାହାଙ୍କର ସଂକଳ୍ପ ଅଛି; ଯେହେତୁ ଏହା ସଦାପ୍ରଭୁଙ୍କର ଦାତବ୍ୟ ପ୍ରତିଶୋଧ, ତାହାଙ୍କର ମନ୍ଦିର ନିମିତ୍ତକ ପ୍ରତିଶୋଧ ଅଟେ।


ପାରସ୍ୟ, ଲୁଦ୍‍ ଓ ପୂଟ୍‍ ଦେଶୀୟମାନେ ତୁମ୍ଭ ସୈନ୍ୟସାମନ୍ତ ମଧ୍ୟରେ ତୁମ୍ଭର ଯୋଦ୍ଧା ଥିଲେ; ସେମାନେ ତୁମ୍ଭ ମଧ୍ୟରେ ଢାଲ ଓ ଟୋପର ଟଙ୍ଗାଇ ରଖିଲେ; ସେମାନେ ତୁମ୍ଭର ଶୋଭା ପ୍ରକାଶ କଲେ।


ପୁଣି, ମିସର ବିରୁଦ୍ଧରେ ଖଡ୍ଗ ଆସିବ ଓ ମିସର ଦେଶରେ ହତ ଲୋକମାନେ ପତିତ ହେଲେ କୂଶ ମଧ୍ୟରେ ଯାତନା ହେବ; ଆଉ, ସେମାନେ ତାହାର ଧନସମ୍ପତ୍ତି ଘେନିଯିବେ ଓ ତାହାର ଭିତ୍ତିମୂଳସକଳ ଭଗ୍ନ ହେବ।


କୂଶ ଓ ପୂଟ୍‍ ଓ ଲୁଦ୍‍, ଆଉ ମିଶ୍ରିତ ଲୋକ ସମସ୍ତେ, ପୁଣି, କୂବ୍‍ ଓ ମିତ୍ରଦେଶୀୟ ଲୋକ ସମସ୍ତେ ସେମାନଙ୍କ ସଙ୍ଗେ ଖଡ୍ଗରେ ପତିତ ହେବେ।


କୂଶ ଓ ମିସର ତାହାର ବଳ ସ୍ୱରୂପ ଥିଲେ ଓ ତାହା ଅସୀମ ଥିଲା; ପୂଟ୍‍ ଓ ଲୂବୀୟମାନେ ତାହାର ସହକାରୀ ଥିଲେ।


ଫ୍ରୁଗିଆ ଓ ପଂଫୂଲିଆ, ମିସର ଓ କୂରୀଣୀ ନିକଟବର୍ତ୍ତୀ ଲିବିଆ ଅଞ୍ଚଳ ନିବାସୀ ଏବଂ ରୋମରୁ ଆସିଥିବା ଯିହୁଦୀ ଓ ଯିହୁଦୀ ଧର୍ମାବଲମ୍ବୀ ପ୍ରବାସୀ,


ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦିବସରେ ଯେପରି ତୁମ୍ଭେମାନେ ଅନିନ୍ଦନୀୟ ହୁଅ, ଏଥିପାଇଁ ସେ ତୁମ୍ଭମାନଙ୍କୁ ଶେଷ ପର୍ଯ୍ୟନ୍ତ ମଧ୍ୟ ସ୍ଥିର ରଖିବେ।


Lean sinn:

Sanasan


Sanasan