ଯିରିମୀୟ 47:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଘସାର ମସ୍ତକ ଟାଙ୍ଗରା ହୋଇଅଛି; ଅସ୍କିଲୋନ, ସେମାନଙ୍କ ତଳଭୂମିର ଅବଶିଷ୍ଟାଂଶ ଲୋକମାନେ ନୀରବ ହୋଇଅଛନ୍ତି; ତୁମ୍ଭେ କେତେ କାଳ ଆପଣାକୁ କଟାକଟି କରିବ? Faic an caibideilପବିତ୍ର ବାଇବଲ (Re-edited) - (BSI)5 ଘସାର ମସ୍ତକ ଟାଙ୍ଗରା ହୋଇଅଛି; ଅସ୍କିଲୋନ୍, ସେମାନଙ୍କ ତଳଭୂମିର ଅବଶିଷ୍ଟାଂଶ ଅକିଞ୍ଚନ ହୋଇଅଛି; ତୁମ୍ଭେ କେତେ କାଳ ଆପଣାକୁ କଟାକଟି କରିବ? Faic an caibideilଓଡିଆ ବାଇବେଲ5 ଘସାର ମସ୍ତକ ଟାଙ୍ଗରା ହୋଇଅଛି; ଅସ୍କିଲୋନ, ସେମାନଙ୍କ ତଳଭୂମିର ଅବଶିଷ୍ଟାଂଶ ଲୋକମାନେ ନୀରବ ହୋଇଅଛନ୍ତି; ତୁମ୍ଭେ କେତେ କାଳ ଆପଣାକୁ କଟାକଟି କରିବ ? Faic an caibideilପବିତ୍ର ବାଇବଲ5 ଘସାର ଲୋକମାନେ ଦୁଃଖିତ ହୋଇ ସେମାନଙ୍କର ମସ୍ତକ ଟାଙ୍ଗରା କରିଛନ୍ତି। ଅସ୍କିଲୋନର ଲୋକମାନେ ଏବଂ ତଳଭୂମିର ଅବଶିଷ୍ଟାଂଶ ଲୋକ ନୀରବ ହୋଇଅଛନ୍ତି। ତୁମ୍ଭେମାନେ କେତେକାଳ ପର୍ଯ୍ୟନ୍ତ ନିଜକୁ କାଟିବ? Faic an caibideil |