ଯିରିମୀୟ 48:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ତାହାର ଚତୁର୍ଦ୍ଦିଗସ୍ଥିତ ଓ ତାହାର ନାମ ଜାଣିଥିବା ଯେ ତୁମ୍ଭେମାନେ, ତୁମ୍ଭେ ସମସ୍ତେ ତାହାର ପାଇଁ ବିଳାପ କର, ଆଉ କୁହ, ‘ଏହି ଦୃଢ଼ ଦଣ୍ଡ, ସୁନ୍ଦର ଯଷ୍ଟି କିପରି ଭଗ୍ନ ହୋଇଅଛି!’ Faic an caibideilପବିତ୍ର ବାଇବଲ (Re-edited) - (BSI)17 ତାହାର ଚତୁର୍ଦ୍ଦିଗସ୍ଥିତ ଓ ତାହାର ନାମ ଜାଣିଥିବା ଯେ ତୁମ୍ଭେମାନେ, ତୁମ୍ଭେ ସମସ୍ତେ ତାହାର ପାଇଁ ବିଳାପ କର, ଆଉ କୁହ, ଏହି ଦୃଢ଼ ଦଣ୍ତ, ସୁନ୍ଦର ଯଷ୍ଟି କିପରି ଭଗ୍ନ ହୋଇଅଛି ! Faic an caibideilଓଡିଆ ବାଇବେଲ17 ତାହାର ଚତୁର୍ଦ୍ଦିଗସ୍ଥିତ ଓ ତାହାର ନାମ ଜାଣିଥିବା ଯେ ତୁମ୍ଭେମାନେ, ତୁମ୍ଭେ ସମସ୍ତେ ତାହାର ପାଇଁ ବିଳାପ କର, ଆଉ କୁହ, “ଏହି ଦୃଢ଼ ଦଣ୍ଡ, ସୁନ୍ଦର ଯଷ୍ଟି କିପରି ଭଗ୍ନ ହୋଇଅଛି!” Faic an caibideilପବିତ୍ର ବାଇବଲ17 ମୋୟାବର ଚତୁର୍ଦ୍ଦିଗସ୍ଥ ଲୋକମାନେ ଓ ଯେଉଁମାନେ ତାହା ପ୍ରସିଦ୍ଧ ଦେଶ ବୋଲି ଜାଣିଥିଲେ, ତାହା ପାଇଁ ବିଳାପ କର। ଆଉ କୁହ, ‘ଏହି ଦୃଢ଼ ଦଣ୍ଡ ଓ ସୁନ୍ଦର ସୃଷ୍ଟି କିପରି ଭଗ୍ନ ହୋଇଅଛି।’ Faic an caibideil |