ଯିରିମୀୟ 48:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ହେ ଅରୋୟେର ନିବାସିନୀ, ତୁମ୍ଭେ ପଥ ପାର୍ଶ୍ୱରେ ଠିଆ ହୋଇ ନିରୀକ୍ଷଣ କର; ପୁଣି, ପଳାତକ ଲୋକକୁ ଓ ରକ୍ଷାପ୍ରାପ୍ତା ସ୍ତ୍ରୀକୁ ପଚାର; କଅଣ କରାଯାଇଅଛି କୁହ? Faic an caibideilପବିତ୍ର ବାଇବଲ (Re-edited) - (BSI)19 ହେ ଅରୋୟର ନିବାସିନୀ, ତୁମ୍ଭେ ପଥ ପାର୍ଶ୍ଵରେ ଠିଆହୋଇ ନିରୀକ୍ଷଣ କର; ପୁଣି, ପଳାତକ ଲୋକକୁ ଓ ରକ୍ଷାପ୍ରାପ୍ତା ସ୍ତ୍ରୀକି ପଚାର; କଅଣ କରା ଯାଇଅଛି କୁହ? Faic an caibideilଓଡିଆ ବାଇବେଲ19 ହେ ଅରୋୟେର ନିବାସିନୀ, ତୁମ୍ଭେ ପଥ ପାର୍ଶ୍ୱରେ ଠିଆ ହୋଇ ନିରୀକ୍ଷଣ କର; ପୁଣି, ପଳାତକ ଲୋକକୁ ଓ ରକ୍ଷାପ୍ରାପ୍ତା ସ୍ତ୍ରୀକୁ ପଚାର; “କଅଣ କରାଯାଇଅଛି କୁହ ?” Faic an caibideilପବିତ୍ର ବାଇବଲ19 “ହେ ଆରୋୟର ନିବାସୀଗଣ; ତୁମ୍ଭେମାନେ ପଥପାର୍ଶ୍ୱରେ ଦଣ୍ଡାୟମାନ ହୋଇ ନିରୀକ୍ଷଣ କର। ପଳାତକ ପୁରୁଷ ଓ ସ୍ତ୍ରୀମାନଙ୍କୁ ପଗ୍ଭର କ’ଣ ଘଟିଅଛି? Faic an caibideil |