Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 48:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ହେ ମୋୟାବ ନିବାସୀଗଣ, ତୁମ୍ଭେମାନେ ନଗରସବୁ ତ୍ୟାଗ କରି ଶୈଳରେ ବାସ କର ଓ ଗର୍ତ୍ତର ମୁଖ ପାର୍ଶ୍ୱରେ ବସାକାରୀ କପୋତର ତୁଲ୍ୟ ହୁଅ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

28 ହେ ମୋୟାବ ନିବାସୀଗଣ, ତୁମ୍ଭେମାନେ ନଗରସବୁ ତ୍ୟାଗ କରି ଶୈଳରେ ବାସ କର ଓ ଗର୍ତ୍ତର ମୁଖ ପାର୍ଶ୍ଵରେ ବସାକାରୀ କପୋତର ତୁଲ୍ୟ ହୁଅ।

Faic an caibideil Dèan lethbhreac

ଓଡିଆ ବାଇବେଲ

28 ହେ ମୋୟାବ ନିବାସୀଗଣ, ତୁମ୍ଭେମାନେ ନଗରସବୁ ତ୍ୟାଗ କରି ଶୈଳରେ ବାସ କର ଓ ଗର୍ତ୍ତର ମୁଖ ପାର୍ଶ୍ୱରେ ବସାକାରୀ କପୋତର ତୁଲ୍ୟ ହୁଅ।

Faic an caibideil Dèan lethbhreac

ପବିତ୍ର ବାଇବଲ

28 ହେ ମୋୟାବ ନିବାସୀଗଣ, ତୁମ୍ଭେମାନେ ତୁମ୍ଭମାନଙ୍କ ନଗରସବୁ ତ୍ୟାଗ କରି ଶୈଳମାନଙ୍କରେ ବାସ କର। ଏବଂ ଏକ କପୋତ ପରି ହୁଅ ଯିଏ କି ତା'ର ବସା ଗିରିପଥର ମୁହଁ ପାର୍ଶ୍ୱରେ ତିଆରି କରେ।”

Faic an caibideil Dèan lethbhreac




ଯିରିମୀୟ 48:28
10 Iomraidhean Croise  

ଆଉ ସାତ ଦିନ ବିଳମ୍ବ କରି ସେ ସେହି କାପ୍ତାକୁ ପୁନର୍ବାର ଉଡ଼ାଇ ଦେଲେ, ମାତ୍ର ସେ ଆଉ ଥରେ ତାଙ୍କ ନିକଟକୁ ନେଉଟି ଆସିଲା ନାହିଁ।


ହେ ମୋହର କପୋତୀ, ତୁମ୍ଭେ ଶୈଳର ଫାଟରେ ଗଡ଼ନ୍ତି ସ୍ଥାନର ଅନ୍ତରାଳରେ ଅଛ, ମୋତେ ତୁମ୍ଭ ରୂପ ଦେଖିବାକୁ ଦିଅ, ମୋତେ ତୁମ୍ଭ ରବ ଶୁଣିବାକୁ ଦିଅ; କାରଣ ତୁମ୍ଭ ରବ ସୁମିଷ୍ଟ ଓ ତୁମ୍ଭ ରୂପ ମନୋହର।


ଆଉ, ଯେତେବେଳେ ସଦାପ୍ରଭୁ ପୃଥିବୀକୁ ଅତିଶୟ କମ୍ପିତ କରିବାକୁ ଉଠିବେ, ସେତେବେଳେ ଲୋକମାନେ ତାହାଙ୍କ ଭୟାନକତ୍ତ୍ୱ ଓ ମହିମାର ତେଜରୁ ଶୈଳର ଗୁମ୍ଫା ଓ ପୃଥିବୀର ଗର୍ତ୍ତରେ ପ୍ରବେଶ କରିବେ।


“ମୋୟାବକୁ ଉଡ଼ି ପଳାଇବା ପାଇଁ ପକ୍ଷ ଦିଅ; ତାହାର ନଗରସକଳ ଧ୍ୱଂସିତ ହେବ, ତହିଁ ମଧ୍ୟରେ ବାସକାରୀ କେହି ରହିବ ନାହିଁ।


ଗୋ ଶୈଳଛିଦ୍ର ନିବାସିନୀ, ହେ ପର୍ବତ ଶୃଙ୍ଗ ଅବଲମ୍ବିନୀ, ତୁମ୍ଭର ଭୟଙ୍କରତା ବିଷୟରେ, ତୁମ୍ଭ ଅନ୍ତଃକରଣର ଅହଙ୍କାର ତୁମ୍ଭକୁ ପ୍ରବଞ୍ଚନା କରିଅଛି; ଯଦ୍ୟପି ତୁମ୍ଭେ ଉତ୍କ୍ରୋଶ ପକ୍ଷୀ ପରି ଉଚ୍ଚସ୍ଥାନରେ ବସା କରିବ, ତଥାପି ଆମ୍ଭେ ତୁମ୍ଭକୁ ସେଠାରୁ ଓହ୍ଲାଇ ଆଣିବା, ଏହା ସଦାପ୍ରଭୁ କହନ୍ତି।


ହେ ଦଦାନ ନିବାସୀଗଣ, ତୁମ୍ଭେମାନେ ପଳାଅ, ମୁଖ ଫେରାଅ, ଗଭୀର ସ୍ଥାନରେ ବାସ କର; କାରଣ ଆମ୍ଭେ ତାହା ଉପରେ ଏଷୌର ବିପଦ, ତାହାକୁ ପ୍ରତିଫଳ ଦେବାର ସମୟ ଆଣିବା।


ତେଣୁ ମିଦୀୟନୀୟମାନଙ୍କ ହସ୍ତ ଇସ୍ରାଏଲ ବିରୁଦ୍ଧରେ ପ୍ରବଳ ହେଲା; ପୁଣି ମିଦୀୟନୀୟମାନଙ୍କ ସକାଶୁ ଇସ୍ରାଏଲ-ସନ୍ତାନଗଣ ପର୍ବତସ୍ଥ ଗୋହିରୀ ଓ ଗୁମ୍ଫା ଓ ଦୁର୍ଗମ ସ୍ଥାନମାନଙ୍କରେ ବସା କଲେ।


ଏଣୁ ଇସ୍ରାଏଲ ଲୋକମାନେ ଆପଣାମାନଙ୍କୁ ବିପଦଗ୍ରସ୍ତ ଦେଖିଲେ; (କାରଣ ଲୋକମାନେ ବଡ଼ କଷ୍ଟ ଭୋଗ କଲେ), ଏହେତୁ ଲୋକମାନେ ଗୁମ୍ଫାରେ ଓ କଣ୍ଟାବଣରେ ଓ ଶୈଳରେ ଓ ଦୁର୍ଗମ ସ୍ଥାନରେ ଓ ଗାତରେ ଆପଣାମାନଙ୍କୁ ଲୁଚାଇଲେ।


Lean sinn:

Sanasan


Sanasan