ଯିରିମୀୟ 48:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ହେ ସିବ୍ମାର ଦ୍ରାକ୍ଷାଲତା, ଯାସେରର ରୋଦନ ଅପେକ୍ଷା ଆମ୍ଭେ ତୁମ୍ଭ ବିଷୟରେ ଅଧିକ ରୋଦନ କରିବା; ତୁମ୍ଭର ଶାଖାସବୁ ସମୁଦ୍ର ପାରିକୁ ଗଲା, ସେସବୁ ଯାସେର ସମୁଦ୍ର ପର୍ଯ୍ୟନ୍ତ ହିଁ ବିସ୍ତାରିତ ହେଲା; ତୁମ୍ଭର ଗ୍ରୀଷ୍ମକାଳୀନ ଫଳ ଓ ଦ୍ରାକ୍ଷାଫଳ ସଂଗ୍ରହ କରିବା ସମୟରେ ବିନାଶକ ଉପସ୍ଥିତ ହେଲା। Faic an caibideilପବିତ୍ର ବାଇବଲ (Re-edited) - (BSI)32 ହେ ଶିବ୍ମାର ଦ୍ରାକ୍ଷାଲତେ, ଯାସେରର ରୋଦନ ଅପେକ୍ଷା ଆମ୍ଭେ ତୁମ୍ଭ ବିଷୟରେ ଅଧିକ ରୋଦନ କରିବା; ତୁମ୍ଭର ଶାଖାସବୁ ସମୁଦ୍ର ପାରିକୁ ଗଲା, ସେସବୁ ଯାସେର ସମୁଦ୍ର ପର୍ଯ୍ୟନ୍ତ ହିଁ ବିସ୍ତାରିତ ହେଲା; ତୁମ୍ଭର ଗ୍ରୀଷ୍ମକାଳୀନ ଫଳ ଓ ଦ୍ରାକ୍ଷାଫଳ ସଂଗ୍ରହ କରିବା ସମୟରେ ବିନାଶକ ଉପସ୍ଥିତ ହେଲା। Faic an caibideilଓଡିଆ ବାଇବେଲ32 ହେ ସିବ୍ମାର ଦ୍ରାକ୍ଷାଲତା, ଯାସେରର ରୋଦନ ଅପେକ୍ଷା ଆମ୍ଭେ ତୁମ୍ଭ ବିଷୟରେ ଅଧିକ ରୋଦନ କରିବା; ତୁମ୍ଭର ଶାଖାସବୁ ସମୁଦ୍ର ପାରିକୁ ଗଲା, ସେସବୁ ଯାସେର ସମୁଦ୍ର ପର୍ଯ୍ୟନ୍ତ ହିଁ ବିସ୍ତାରିତ ହେଲା; ତୁମ୍ଭର ଗ୍ରୀଷ୍ମକାଳୀନ ଫଳ ଓ ଦ୍ରାକ୍ଷାଫଳ ସଂଗ୍ରହ କରିବା ସମୟରେ ବିନାଶକ ଉପସ୍ଥିତ ହେଲା। Faic an caibideilପବିତ୍ର ବାଇବଲ32 ହେ ଶିବ୍ମାର ଦ୍ରାକ୍ଷାଲତେ, ଯାସେର ରୋଦନ ଅପେକ୍ଷା ଆମ୍ଭେ ତୁମ୍ଭ ପାଇଁ ଅଧିକ ଶୋକ କରିବା। ତୁମ୍ଭର ଦ୍ରାକ୍ଷାଲତାର ଶାଖାସବୁ ସମୁଦ୍ର ଅତିକ୍ରମ କରିଥିଲା ଓ ସେସବୁ ଯାସେର ସମୁଦ୍ର ପର୍ଯ୍ୟନ୍ତ ବିସ୍ତୃତ ହୋଇଥିଲା। ମାତ୍ର ଫଳ ଓ ଦ୍ରାକ୍ଷାଫଳ ସଂଗ୍ରହ କରିବା ସମୟରେ ବିନାଶକ ଆସି ସବୁକିଛି ନେଇଗଲା। Faic an caibideil |