ଯିରିମୀୟ 48:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 “ମୋୟାବକୁ ଉଡ଼ି ପଳାଇବା ପାଇଁ ପକ୍ଷ ଦିଅ; ତାହାର ନଗରସକଳ ଧ୍ୱଂସିତ ହେବ, ତହିଁ ମଧ୍ୟରେ ବାସକାରୀ କେହି ରହିବ ନାହିଁ। Faic an caibideilପବିତ୍ର ବାଇବଲ (Re-edited) - (BSI)9 ମୋୟାବକୁ ଉଡ଼ି ପଳାଇବା ପାଇଁ ପକ୍ଷ ଦିଅ; ତାହାର ନଗରସକଳ ଧ୍ଵଂସିତ ହେବ, ତହିଁ ମଧ୍ୟରେ ବାସକାରୀ କେହି ରହିବ ନାହିଁ। Faic an caibideilଓଡିଆ ବାଇବେଲ9 ମୋୟାବକୁ ଉଡ଼ି ପଳାଇବା ପାଇଁ ପକ୍ଷ ଦିଅ; ତାହାର ନଗରସକଳ ଧ୍ୱଂସିତ ହେବ, ତହିଁ ମଧ୍ୟରେ ବାସକାରୀ କେହି ରହିବ ନାହିଁ। Faic an caibideilପବିତ୍ର ବାଇବଲ9 ମୋୟାବକୁ ଉଡ଼ି ପଳାଇବା ପାଇଁ ପକ୍ଷ ଦିଅ, ତାହାର ସମସ୍ତ ନଗର ଧ୍ୱଂସ ପାଇବ ଓ ତା’ ମଧ୍ୟରେ କେହି ବାସ କରିବେ ନାହିଁ। Faic an caibideil |