ଯିରିମୀୟ 49:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଅମ୍ମୋନ-ସନ୍ତାନଗଣର ବିଷୟ। ସଦାପ୍ରଭୁ ଏହି କଥା କହନ୍ତି, “ଇସ୍ରାଏଲର କି ପୁତ୍ର ନାହିଁ? ତାହାର ଉତ୍ତରାଧିକାରୀ କି କେହି ନାହିଁ? ତେବେ ମିଲ୍କମ୍ କାହିଁକି ଗାଦ୍ର ଭୂମି ଅଧିକାର କରୁଅଛି ଓ ତାହାର ଲୋକମାନେ ତହିଁର ନଗରସମୂହରେ ବାସ କରୁଅଛନ୍ତି? Faic an caibideilପବିତ୍ର ବାଇବଲ (Re-edited) - (BSI)1 ଅମ୍ମୋନ-ସନ୍ତାନଗଣର ବିଷୟ। ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲର କି ପୁତ୍ର ନାହିଁ? ତାହାର ଉତ୍ତରାଧିକାରୀ କି କେହି ନାହିଁ? ତେବେ ମିଲ୍କମ୍ କାହିଁକି ଗାଦର ଭୂମି ଅଧିକାର କରୁଅଛି ଓ ତାହାର ଲୋକମାନେ ତହିଁର ନଗରସମୂହରେ ବାସ କରୁଅଛନ୍ତି? Faic an caibideilଓଡିଆ ବାଇବେଲ1 ଅମ୍ମୋନ ସନ୍ତାନଗଣର ବିଷୟ। ସଦାପ୍ରଭୁ ଏହି କଥା କହନ୍ତି, “ଇସ୍ରାଏଲର କି ପୁତ୍ର ନାହିଁ ? ତାହାର ଉତ୍ତରାଧିକାରୀ କି କେହି ନାହିଁ ? ତେବେ ମିଲ୍କମ୍ କାହିଁକି ଗାଦ୍ର ଭୂମି ଅଧିକାର କରୁଅଛି ଓ ତାହାର ଲୋକମାନେ ତହିଁର ନଗରସମୂହରେ ବାସ କରୁଅଛନ୍ତି ?” Faic an caibideilପବିତ୍ର ବାଇବଲ1 ଅମ୍ମୋନ ସନ୍ତାନଗଣ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି, “ହେ ଅମ୍ମୋନୀୟ ସନ୍ତାନଗଣ, ତୁମ୍ଭେମାନେ କ’ଣ ଭାବୁଛ ଇସ୍ରାଏଲର ପୁତ୍ର ନାହିଁ? ତାହାର ଉତ୍ତରାଧିକାରୀ କ’ଣ କେହି ନାହାନ୍ତି? ତେବେ ମିଲ୍କମ୍ କାହିଁକି ଗାଦ୍ର ଭୂମି ଅଧିକାର କରୁଅଛି ଓ ତାହାର ଲୋକମାନେ ତହିଁରେ ନଗର ସମୂହରେ ବାସ କରୁଅଛନ୍ତି?” Faic an caibideil |
ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍ ଶବ୍ଦର ବିଷୟ ଓ ଚିରକାଳର ଉତ୍ସନ୍ନ ସ୍ଥାନ କରିବା।