Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 49:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତୁମ୍ଭେ ଆପଣା ପିତୃହୀନ ସନ୍ତାନଗଣକୁ ଛାଡ଼, ଆମ୍ଭେ ସେମାନଙ୍କୁ ଜୀବନରେ ରକ୍ଷା କରିବା ଓ ତୁମ୍ଭର ବିଧବାମାନେ ଆମ୍ଭଠାରେ ବିଶ୍ୱାସ କରନ୍ତୁ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

11 ତୁମ୍ଭେ ଆପଣା ପିତୃହୀନ ସନ୍ତାନଗଣକୁ ଛାଡ଼, ଆମ୍ଭେ ସେମାନଙ୍କୁ ଜୀବନରେ ରକ୍ଷା କରିବା ଓ ତୁମ୍ଭର ବିଧବାମାନେ ଆମ୍ଭଠାରେ ବିଶ୍ଵାସ କରନ୍ତୁ।

Faic an caibideil Dèan lethbhreac

ଓଡିଆ ବାଇବେଲ

11 ତୁମ୍ଭେ ଆପଣା ପିତୃହୀନ ସନ୍ତାନଗଣକୁ ଛାଡ଼, ଆମ୍ଭେ ସେମାନଙ୍କୁ ଜୀବନରେ ରକ୍ଷା କରିବା ଓ ତୁମ୍ଭର ବିଧବାମାନେ ଆମ୍ଭଠାରେ ବିଶ୍ୱାସ କରନ୍ତୁ।”

Faic an caibideil Dèan lethbhreac

ପବିତ୍ର ବାଇବଲ

11 ତୁମ୍ଭେ ଅନାଥମାନଙ୍କ ବିଷୟରେ ବ୍ୟସ୍ତ ହୁଅ ନାହିଁ। ଆମ୍ଭେ ସେମାନଙ୍କୁ ଜୀବିତ ରଖିବା। ତୁମ୍ଭମାନଙ୍କର ବିଧବାମାନେ ଆମ୍ଭ ଉପରେ ନିର୍ଭର କରିବେ।”

Faic an caibideil Dèan lethbhreac




ଯିରିମୀୟ 49:11
12 Iomraidhean Croise  

ସଦାପ୍ରଭୁ ବିଦେଶୀମାନଙ୍କୁ ରକ୍ଷା କରନ୍ତି; ସେ ପିତୃହୀନ ଓ ବିଧବାକୁ ଧରି ରଖନ୍ତି; ମାତ୍ର ଦୁଷ୍ଟମାନଙ୍କର ଗତି ସେ ଓଲଟାଇ ପକାନ୍ତି।


ପରମେଶ୍ୱର ଆପଣା ପବିତ୍ର ବାସ ସ୍ଥାନରେ ପିତୃହୀନମାନଙ୍କର ପିତା ଓ ବିଧବାମାନଙ୍କର ସୁରକ୍ଷାକର୍ତ୍ତା ଅଟନ୍ତି।


ତୁମ୍ଭେମାନେ ଦରିଦ୍ର ଓ ପିତୃହୀନମାନଙ୍କର ବିଚାର କର; ଦୁଃଖୀ ଓ ଅକିଞ୍ଚନମାନଙ୍କ ପ୍ରତି ନ୍ୟାୟ ବ୍ୟବହାର କର।


ଅଶୂର ଆମ୍ଭମାନଙ୍କର ପରିତ୍ରାଣ କରିବ ନାହିଁ; ଆମ୍ଭେମାନେ ଅଶ୍ୱାରୋହଣ କରିବା ନାହିଁ; କିଅବା ‘ତୁମ୍ଭେମାନେ ଆମ୍ଭମାନଙ୍କର ଦେବଗଣ’ ବୋଲି ଆପଣାମାନଙ୍କ ହସ୍ତକୃତ ବସ୍ତୁକୁ ଆଉ କହିବା ନାହିଁ; କାରଣ ପିତୃହୀନ ତୁମ୍ଭ ନିକଟରେ ଦୟାପ୍ରାପ୍ତ ହୁଏ।”


ତେବେ ଯହିଁ ମଧ୍ୟରେ ଦକ୍ଷିଣ ଓ ବାମ ହସ୍ତର ପ୍ରଭେଦ ନ ଜାଣିବାର ଏକ ଲକ୍ଷ କୋଡ଼ିଏ ହଜାରରୁ ଅଧିକ ଲୋକ ଓ ଅନେକ ପଶୁ ଅଛନ୍ତି, ସେହି ନୀନିବୀ ମହାନଗର ପ୍ରତି ଆମ୍ଭେ କି ଦୟା ନ କରିବା?”


ପୁଣି ବିଧବା, ପିତୃହୀନ, ବିଦେଶୀ ଓ ଦରିଦ୍ରର ପ୍ରତି ଉପଦ୍ରବ କର ନାହିଁ; ଆଉ, ତୁମ୍ଭମାନଙ୍କ ମଧ୍ୟରୁ କେହି ମନେ ମନେ ଆପଣା ଭ୍ରାତାର ଅନିଷ୍ଟ ଚିନ୍ତା ନ କରୁ।”


“ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ସେ ପିତୃହୀନ, ବିଧବାର ବିଚାର ନିଷ୍ପତ୍ତି କରନ୍ତି ଓ ବିଦେଶୀକୁ ଅନ୍ନ ଓ ବସ୍ତ୍ର ଦେଇ ପ୍ରେମ କରନ୍ତି।


ଯେଉଁ ବିଧବା ନିରାଶ୍ରୟ ଓ ଅସହାୟ, ସେ ଈଶ୍ବରଙ୍କ ଉପରେ ଭରସା ରଖି ଦିନରାତି ନିବେଦନ ଓ ପ୍ରାର୍ଥନାରେ ଲାଗି ରହିଥାଏ;


ଅନାଥ ଓ ବିଧବାମାନଙ୍କୁ ସେମାନଙ୍କ ଦୁଃଖାବସ୍ଥାରେ ସଂଖୋଳିବା ପୁଣି, ସଂସାରରୁ ଆପଣାକୁ ନିଷ୍କଳଙ୍କ ରୂପେ ରକ୍ଷା କରିବା, ଏହା ଆମ୍ଭମାନଙ୍କ ଈଶ୍ବର ଓ ପିତାଙ୍କ ଛାମୁରେ ବିଶୁଦ୍ଧ ଓ ନିର୍ମଳ ଧର୍ମପରାୟଣତା ଅଟେ।


Lean sinn:

Sanasan


Sanasan