ଯିରିମୀୟ 49:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 କାରଣ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଯେଉଁମାନଙ୍କର ସେହି ପାତ୍ରରେ ପାନ କରିବାର ସମ୍ପର୍କ ନାହିଁ, ସେମାନେ ନିତାନ୍ତ ତହିଁରେ ପାନ କରିବେ, ତେବେ ତୁମ୍ଭେ କି ସର୍ବତୋଭାବେ ଅଦଣ୍ଡିତ ହେବ? ତୁମ୍ଭେ ଅଦଣ୍ଡିତ ହେବ ନାହିଁ, ମାତ୍ର ନିଶ୍ଚୟ ପାନ କରିବ। Faic an caibideilପବିତ୍ର ବାଇବଲ (Re-edited) - (BSI)12 କାରଣ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଯେଉଁମାନଙ୍କର ସେହି ପାତ୍ରରେ ପାନ କରିବାର ସମ୍ପର୍କ ନାହିଁ, ସେମାନେ ନିତା; ତହିଁରେ ପାନ କରିବେ, ତେବେ ତୁମ୍ଭେ କି ସର୍ବତୋଭାବେ ଅଦଣ୍ତିତ ହେବ? ତୁମ୍ଭେ ଅଦଣ୍ତିତ ହେବ ନାହିଁ, ମାତ୍ର ନିଶ୍ଚୟ ପାନ କରିବ। Faic an caibideilଓଡିଆ ବାଇବେଲ12 କାରଣ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଯେଉଁମାନଙ୍କର ସେହି ପାତ୍ରରେ ପାନ କରିବାର ସମ୍ପର୍କ ନାହିଁ, ସେମାନେ ନିତାନ୍ତ ତହିଁରେ ପାନ କରିବେ, ତେବେ ତୁମ୍ଭେ କି ସର୍ବତୋଭାବେ ଅଦଣ୍ଡିତ ହେବ ? ତୁମ୍ଭେ ଅଦଣ୍ଡିତ ହେବ ନାହିଁ, ମାତ୍ର ନିଶ୍ଚୟ ପାନ କରିବ।” Faic an caibideilପବିତ୍ର ବାଇବଲ12 ମାତ୍ର ସଦାପ୍ରଭୁ କହନ୍ତି, “ଦେଖ, ଯେଉଁମାନଙ୍କର ସେହି ପାତ୍ରରେ ପାନ କରିବାର ନାହିଁ, ସେମାନେ ତହିଁରେ ପାନ କରିବେ। କିନ୍ତୁ ଇଦୋମ, ତୁମ୍ଭେ ପାନ କରିବାର ଯୋଗ୍ୟ ଓ ତୁମ୍ଭେ ନିଶ୍ଚିତ ପାନ କରିବ। ତୁମ୍ଭେ ସର୍ବତୋଭାବେ ଦଣ୍ଡିତ ହେବ। ତୁମ୍ଭେ ଦଣ୍ଡରୁ କେବେ ରକ୍ଷା ପାଇବ ନାହିଁ।” Faic an caibideil |
କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା ପାଇଁ ତୁମ୍ଭ ସଙ୍ଗରେ ଅଛୁ; ହଁ, ଯେଉଁ ଗୋଷ୍ଠୀମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭକୁ ଛିନ୍ନଭିନ୍ନ କରିଅଛୁ, ସେହି ସମସ୍ତଙ୍କୁ ନିଃଶେଷ ରୂପେ ସଂହାର କରିବା, ମାତ୍ର ତୁମ୍ଭକୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା ନାହିଁ; ତଥାପି ଆମ୍ଭେ ବିବେଚନାପୂର୍ବକ ତୁମ୍ଭକୁ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଦଣ୍ଡ ନ ଦେଇ ଛାଡ଼ିବା ନାହିଁ।