ଯିରିମୀୟ 49:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 କାରଣ ଦେଖ, ଆମ୍ଭେ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭକୁ କ୍ଷୁଦ୍ର ଓ ମନୁଷ୍ୟମାନଙ୍କ ମଧ୍ୟରେ ଅବଜ୍ଞାତ କରିଅଛୁ। Faic an caibideilପବିତ୍ର ବାଇବଲ (Re-edited) - (BSI)15 କାରଣ ଦେଖ, ଆମ୍ଭେ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭକୁ କ୍ଷୁଦ୍ର ଓ ମନୁଷ୍ୟମାନଙ୍କ ମଧ୍ୟରେ ଅବଜ୍ଞାତ କରିଅଛୁ। Faic an caibideilଓଡିଆ ବାଇବେଲ15 କାରଣ ଦେଖ, ଆମ୍ଭେ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭକୁ କ୍ଷୁଦ୍ର ଓ ମନୁଷ୍ୟମାନଙ୍କ ମଧ୍ୟରେ ଅବଜ୍ଞାତ କରିଅଛୁ। Faic an caibideilପବିତ୍ର ବାଇବଲ15 “ଆଉ ଦେଖ, ଆମ୍ଭେ ତୁମ୍ଭକୁ ଗୋଷ୍ଠୀଗଣ ମଧ୍ୟରେ କ୍ଷୁଦ୍ର ଓ ମନୁଷ୍ୟମାନଙ୍କ ମଧ୍ୟରେ ଘୃଣାଯୋଗ୍ୟ କରିଅଛୁ। Faic an caibideil |
ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ‘ତୁମ୍ଭ ଗୃହ ଓ ତୁମ୍ଭ ପିତୃଗୃହ ଆମ୍ଭ ସମ୍ମୁଖରେ ଅନନ୍ତକାଳ ଗମନାଗମନ କରିବେ ବୋଲି ଆମ୍ଭେ କହିଥିଲୁ ପ୍ରମାଣ,’ ମାତ୍ର ଏବେ ସଦାପ୍ରଭୁ କହନ୍ତି, ‘ତାହା ଆମ୍ଭଠାରୁ ଦୂର ହେଉ; କାରଣ ଯେଉଁମାନେ ଆମ୍ଭର ଗୌରବ କରନ୍ତି, ଆମ୍ଭେ ସେମାନଙ୍କର ଗୌରବ କରିବା, ମାତ୍ର ଯେଉଁମାନେ ଆମ୍ଭକୁ ତୁଚ୍ଛଜ୍ଞାନ କରନ୍ତି, ସେମାନେ ଲଘୁ ଜ୍ଞାନ କରାଯିବେ।