Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 49:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ସେମାନଙ୍କର ପତନ ଶବ୍ଦରେ ପୃଥିବୀ କମ୍ପୁଅଛି, ସୂଫ ସାଗର ପର୍ଯ୍ୟନ୍ତ କ୍ରନ୍ଦନର ଶବ୍ଦ ଶୁଣା ଯାଉଅଛି।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

21 ସେମାନଙ୍କର ପତନ ଶଦ୍ଦରେ ପୃଥିବୀ କମ୍ପୁଅଛି, ସୂଫ ସାଗର ପର୍ଯ୍ୟନ୍ତ କ୍ରନ୍ଦନର ଶଦ୍ଦ ଶୁଣାଯାଉଅଛି।

Faic an caibideil Dèan lethbhreac

ଓଡିଆ ବାଇବେଲ

21 ସେମାନଙ୍କର ପତନ ଶବ୍ଦରେ ପୃଥିବୀ କମ୍ପୁଅଛି, ସୂଫ ସାଗର ପର୍ଯ୍ୟନ୍ତ କ୍ରନ୍ଦନର ଶବ୍ଦ ଶୁଣାଯାଉଅଛି।

Faic an caibideil Dèan lethbhreac

ପବିତ୍ର ବାଇବଲ

21 ଇଦୋମର ପତନ ଶବ୍ଦରେ ପୃଥିବୀ କମ୍ପିତ ହେଉଅଛି। ସେମାନଙ୍କର କ୍ରନ୍ଦନ ଶବ୍ଦ ଲୋହିତ ସାଗର ପର୍ଯ୍ୟନ୍ତ ଶୁଣାଯାଉଛି।

Faic an caibideil Dèan lethbhreac




ଯିରିମୀୟ 49:21
6 Iomraidhean Croise  

ବାବିଲ ଶତ୍ରୁହସ୍ତଗତ ହେବାର ଶବ୍ଦରେ ପୃଥିବୀ କମ୍ପୁଅଛି ଓ ଗୋଷ୍ଠୀଗଣ ମଧ୍ୟରେ କ୍ରନ୍ଦନର ଶବ୍ଦ ଶୁଣା ଯାଉଅଛି।


ତୁମ୍ଭେ ଆପଣାକୁ ଏକତ୍ର କର, ଡାହାଣକୁ ଯାଅ, ଆପଣାକୁ ସଜାଇ ବାମ ପ୍ରତି ଯାଅ; ଯେକୌଣସି ପ୍ରତି ତୁମ୍ଭର ମୁଖ ରଖାଯାଇଅଛି (ଆପଣାକୁ ପ୍ରସ୍ତୁତ କର)।


ହଁ, ଆମ୍ଭେ ଅନେକ ଗୋଷ୍ଠୀକୁ ତୁମ୍ଭର ବିଷୟରେ ଚମତ୍କୃତ କରାଇବା, ଆଉ ସେମାନଙ୍କ ରାଜାଗଣର ସାକ୍ଷାତରେ ଆମ୍ଭେ ଆପଣା ଖଡ୍ଗ ଚଳାଇବା ବେଳେ ସେମାନେ ଅତିଶୟ ଭୀତ ହେବେ; ଆଉ, ତୁମ୍ଭର ପତନ ଦିନ ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରାଣ ବିଷୟରେ ଭୟରେ କମ୍ପିତ ହେବେ।


ସେମାନେ ତାହାର ଯନ୍ତ୍ରଣାରେ ଭୟ ହେତୁ ଦୂରରେ ଠିଆ ହୋଇ କହିବେ, “ହାୟ, ହାୟ, ମହାନଗରୀ, ପରାକ୍ରମୀ ନଗରୀ ବାବିଲ, ତୁ ସନ୍ତାପର ପାତ୍ରୀ। କାରଣ ଏକ ଘଡ଼ି ମଧ୍ୟରେ ତୋହର ଦଣ୍ଡ ଉପସ୍ଥିତ ହେଲା।”


Lean sinn:

Sanasan


Sanasan