ଯିରିମୀୟ 49:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ସଦାପ୍ରଭୁ କହନ୍ତି, ହେ ହାସୋର ନିବାସୀମାନେ, ପଳାୟନ କର, ଦୂରରେ ଭ୍ରମଣ କର, ଗଭୀର ସ୍ଥାନରେ ବାସ କର; କାରଣ ବାବିଲର ରାଜା ନବୂଖଦ୍ନିତ୍ସର ତୁମ୍ଭମାନଙ୍କ ବିରୁଦ୍ଧରେ ମନ୍ତ୍ରଣା କରିଅଛି ଓ ତୁମ୍ଭମାନଙ୍କ ବିରୁଦ୍ଧରେ ଗୋଟିଏ ସଂକଳ୍ପ ସ୍ଥିର କରିଅଛି। Faic an caibideilପବିତ୍ର ବାଇବଲ (Re-edited) - (BSI)30 ସଦାପ୍ରଭୁ କହନ୍ତି, ହେ ହାତ୍ସୋର ନିବାସୀମାନେ, ପଳାୟନ କର, ଦୂରରେ ଭ୍ରମଣ କର, ଗଭୀର ସ୍ଥାନରେ ବାସ କର; କାରଣ ବାବିଲର ରାଜା ନବୂଖଦ୍ନିତ୍ସର ତୁମ୍ଭମାନଙ୍କ ବିରୁଦ୍ଧରେ ମନ୍ତ୍ରଣା କରିଅଛି ଓ ତୁମ୍ଭମାନଙ୍କ ବିରୁଦ୍ଧରେ ଗୋଟିଏ ସଙ୍କଳ୍ପ ସ୍ଥିର କରିଅଛି। Faic an caibideilଓଡିଆ ବାଇବେଲ30 ସଦାପ୍ରଭୁ କହନ୍ତି, “ହେ ହାସୋର ନିବାସୀମାନେ, ପଳାୟନ କର, ଦୂରରେ ଭ୍ରମଣ କର, ଗଭୀର ସ୍ଥାନରେ ବାସ କର; କାରଣ ବାବିଲର ରାଜା ନବୂଖଦ୍ନିତ୍ସର ତୁମ୍ଭମାନଙ୍କ ବିରୁଦ୍ଧରେ ମନ୍ତ୍ରଣା କରିଅଛି ଓ ତୁମ୍ଭମାନଙ୍କ ବିରୁଦ୍ଧରେ ଗୋଟିଏ ସଂକଳ୍ପ ସ୍ଥିର କରିଅଛି।” Faic an caibideilପବିତ୍ର ବାଇବଲ30 ସଦାପ୍ରଭୁ କହନ୍ତି, “ହେ ହାତ୍ସୋର ନିବାସୀଗଣ, ପଳାୟନ କର। ନିରାପଦ ସ୍ଥାନରେ ଲୁଚି ରୁହ। କାରଣ ବାବିଲର ରାଜା ନବୂଖଦ୍ନିତ୍ସର ତୁମ୍ଭମାନଙ୍କ ବିରୁଦ୍ଧରେ ମନ୍ତ୍ରଣା କରିଅଛି। ସେ ତୁମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ ପାଇଁ ସଂକଳ୍ପ କରିଅଛି। Faic an caibideil |
ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍ ଶବ୍ଦର ବିଷୟ ଓ ଚିରକାଳର ଉତ୍ସନ୍ନ ସ୍ଥାନ କରିବା।