Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 49:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ସେମାନଙ୍କର ଓଟଗଣ ଲୁଟିତ ବସ୍ତୁ ହେବେ ଓ ସେମାନଙ୍କର ଅନେକ ଅନେକ ପଶୁ ଲୁଟିତ ହେବେ; ପୁଣି, ଯେଉଁ ଲୋକମାନେ ଆପଣା ଆପଣା କେଶର କୋଣ କାଟନ୍ତି, ସେମାନଙ୍କୁ ଆମ୍ଭେ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ କରିବା ଓ ସେମାନଙ୍କ ଚାରିଆଡ଼ରୁ ସେମାନଙ୍କର ବିପଦ ଆଣିବା, ଏହା ସଦାପ୍ରଭୁ କହନ୍ତି।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

32 ସେମାନଙ୍କର ଉଷ୍ଟ୍ରଗଣ ଲୁଟବସ୍ତୁ ହେବେ ଓ ସେମାନଙ୍କର ଅନେକ ଅନେକ ପଶୁ ଲୁଟିତ ହେବେ; ପୁଣି, ଯେଉଁ ଲୋକମାନେ ଆପଣା ଆପଣା କେଶର କୋଣ କାଟନ୍ତି, ସେମାନଙ୍କୁ ଆମ୍ଭେ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ କରିବା ଓ ସେମାନଙ୍କ ଚାରିଆଡ଼ରୁ ସେମାନଙ୍କର ବିପଦ ଆଣିବା, ଏହା ସଦାପ୍ରଭୁ କହନ୍ତି।

Faic an caibideil Dèan lethbhreac

ଓଡିଆ ବାଇବେଲ

32 ସେମାନଙ୍କର ଓଟଗଣ ଲୁଟିତ ବସ୍ତୁ ହେବେ ଓ ସେମାନଙ୍କର ଅନେକ ଅନେକ ପଶୁ ଲୁଟିତ ହେବେ; ପୁଣି, ଯେଉଁ ଲୋକମାନେ ଆପଣା ଆପଣା କେଶର କୋଣ କାଟନ୍ତି, ସେମାନଙ୍କୁ ଆମ୍ଭେ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ କରିବା ଓ ସେମାନଙ୍କ ଚାରିଆଡ଼ରୁ ସେମାନଙ୍କର ବିପଦ ଆଣିବା,” ଏହା ସଦାପ୍ରଭୁ କହନ୍ତି।

Faic an caibideil Dèan lethbhreac

ପବିତ୍ର ବାଇବଲ

32 ଶତ୍ରୁଗଣ ସେମାନଙ୍କର ଓଟଗୁଡ଼ିକୁ ନେଇଯିବେ। ସେମାନଙ୍କର ଅପାର ପଶୁପଲ ଲୁଣ୍ଠିତ ହେବେ। ପୁଣି ଯେଉଁମାନେ ଆପଣା ଆପଣା କେଶର କୋଣ କାଟନ୍ତି, ସେମାନଙ୍କୁ ଆମ୍ଭେ ଚତୁର୍ଦ୍ଦିଗକୁ ଛିନ୍ନଭିନ୍ନ କରିବା ଓ ସେମାନଙ୍କ ନିକଟକୁ ଗ୍ଭରିଆଡ଼ୁ ବିପଦ ଆଣିବା।” ଏହା ସଦାପ୍ରଭୁ କହନ୍ତି।

Faic an caibideil Dèan lethbhreac




ଯିରିମୀୟ 49:32
8 Iomraidhean Croise  

ଦଦାନ, ତେମା ଓ ବୂଷ୍‍, ଆପଣା ଆପଣା କେଶ କୋଣ ମୁଣ୍ଡନକାରୀ ସମସ୍ତ ଲୋକଙ୍କୁ;


ପୁଣି, ଆମ୍ଭେ ଆକାଶର ଚତୁର୍ଦ୍ଦିଗରୁ ଚାରି ବାୟୁ ଏଲମ୍‍ ଉପରେ ବହାଇବା ଓ ସେହି ସବୁ ବାୟୁ ଆଡ଼େ ସେମାନଙ୍କୁ ଛିନ୍ନଭିନ୍ନ କରିବା; ଆଉ, ଏଲମ୍‍ର ଦୂରୀକୃତ ଲୋକମାନେ ଯେଉଁଠାକୁ ନ ଯିବେ, ଏପରି ଦେଶ ନ ଥିବ।


ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଯେଉଁ ସମୟରେ ସୁନ୍ନତ ଲୋକମାନଙ୍କୁ ସେମାନଙ୍କର ଅସୁନ୍ନତ ଅନୁସାରେ ଦଣ୍ଡ ଦେବା, ଏପରି ସମୟ ଆସୁଅଛି;


ଆମ୍ଭେ ମିସରକୁ ଓ ଯିହୁଦାକୁ, ଇଦୋମକୁ, ଅମ୍ମୋନ-ସନ୍ତାନଗଣକୁ ଓ ମୋୟାବକୁ, ଆପଣା ଆପଣା କେଶ କୋଣ ମୁଣ୍ଡନକାରୀ ପ୍ରାନ୍ତରବାସୀ ସମସ୍ତଙ୍କୁ ଦଣ୍ଡ ଦେବା; କାରଣ ସକଳ ଗୋଷ୍ଠୀ ଅସୁନ୍ନତ, ପୁଣି ସମଗ୍ର ଇସ୍ରାଏଲ ବଂଶ ଅନ୍ତଃକରଣରେ ଅସୁନ୍ନତ ଅଟନ୍ତି।”


ଏଥିପାଇଁ ତୁମ୍ଭମାନଙ୍କ ମଧ୍ୟରେ ପିତୃଗଣ ସନ୍ତାନଗଣକୁ ଭୋଜନ କରିବେ ଓ ସନ୍ତାନମାନେ ଆପଣା ଆପଣା ପିତାକୁ ଭୋଜନ କରିବେ; ପୁଣି, ଆମ୍ଭେ ତୁମ୍ଭ ମଧ୍ୟରେ ବିଚାର ସାଧନ କରିବା ଓ ତୁମ୍ଭର ସମଗ୍ର ଅବଶିଷ୍ଟାଂଶକୁ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ କରିବା।


ତୁମ୍ଭର ତୃତୀୟାଂଶ ମହାମାରୀରେ ମରିବେ, ଆଉ ଦୁର୍ଭିକ୍ଷ ଦ୍ୱାରା ତୁମ୍ଭ ମଧ୍ୟରେ ସେମାନେ କ୍ଷୟ ପାଇବେ; ପୁଣି, ତୃତୀୟାଂଶ ଖଡ୍ଗ ଦ୍ୱାରା ତୁମ୍ଭ ଚତୁର୍ଦ୍ଦିଗରେ ପତିତ ହେବେ; ଆଉ ତୃତୀୟାଂଶକୁ ଆମ୍ଭେ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ କରିବା ଓ ସେମାନଙ୍କର ପଶ୍ଚାତ ଖଡ୍ଗ ନିଷ୍କୋଷ କରିବା।


ପୁଣି, ସଦାପ୍ରଭୁ ପୃଥିବୀର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ସମସ୍ତ ଗୋଷ୍ଠୀ ମଧ୍ୟରେ ତୁମ୍ଭକୁ ଛିନ୍ନଭିନ୍ନ କରିବେ; ଆଉ ସେଠାରେ ତୁମ୍ଭେ ଆପଣାର ଓ ଆପଣା ପୂର୍ବପୁରୁଷଗଣର ଅଜ୍ଞାତ କାଷ୍ଠ ଓ ପ୍ରସ୍ତରମୟ ଅନ୍ୟ ଦେବତାଗଣର ସେବା କରିବ।


Lean sinn:

Sanasan


Sanasan