ଯିରିମୀୟ 49:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ଚତୁର୍ଦ୍ଦିଗସ୍ଥିତ ସବୁରୁ ତୁମ୍ଭ ପ୍ରତି ଭୟ ଘଟାଇବା; ତହିଁରେ ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ସମ୍ମୁଖସ୍ଥ ପଥରେ ତାଡ଼ିତ ହେବ, ପୁଣି ଯେଉଁ ଜନ ପଥ ହୁଡ଼େ, ତାହାକୁ ସଂଗ୍ରହ କରିବା ପାଇଁ କେହି ନ ଥିବ। Faic an caibideilପବିତ୍ର ବାଇବଲ (Re-edited) - (BSI)5 ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ଚତୁର୍ଦ୍ଦିଗସ୍ଥିତ ସବୁରୁ ତୁମ୍ଭ ପ୍ରତି ଭୟ ଘଟାଇବା; ତହିଁରେ ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ସମ୍ମୁଖସ୍ଥ ପଥରେ ତାଡ଼ିତ ହେବ, ପୁଣି ଯେଉଁ ଜନ ପଥ ହୁଡ଼େ, ତାହାକୁ ସଂଗ୍ରହ କରିବା ପାଇଁ କେହି ନ ଥିବ। Faic an caibideilଓଡିଆ ବାଇବେଲ5 ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ତୁମ୍ଭର ଚତୁର୍ଦ୍ଦିଗସ୍ଥିତ ସବୁରୁ ତୁମ୍ଭ ପ୍ରତି ଭୟ ଘଟାଇବା; ତହିଁରେ ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ସମ୍ମୁଖସ୍ଥ ପଥରେ ତାଡ଼ିତ ହେବ, ପୁଣି ଯେଉଁ ଜନ ପଥ ହୁଡ଼େ, ତାହାକୁ ସଂଗ୍ରହ କରିବା ପାଇଁ କେହି ନ ଥିବ।” Faic an caibideilପବିତ୍ର ବାଇବଲ5 କିନ୍ତୁ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ଚତୁର୍ଦ୍ଦିଗରୁ ତୁମ୍ଭମାନଙ୍କ ବିପକ୍ଷରେ ଭୟ ଆଣିବା। ତୁମ୍ଭେମାନେ ଏଣେତେଣେ ଧାବିତ ହେବ, ମାତ୍ର ତୁମ୍ଭମାନଙ୍କୁ ଏକତ୍ରିତ କରିବାକୁ କେହି ନ ଥିବେ।” Faic an caibideil |
କାରଣ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ତୁମ୍ଭକୁ, ତୁମ୍ଭ ପ୍ରତି ଓ ତୁମ୍ଭର ସମସ୍ତ ବନ୍ଧୁ ପ୍ରତି ଆଶଙ୍କାଜନକ କରିବା; ପୁଣି, ସେମାନେ ଆପଣାମାନଙ୍କ ଶତ୍ରୁଗଣର ଖଡ୍ଗ ଦ୍ୱାରା ହତ ହେବେ ଓ ତୁମ୍ଭର ଚକ୍ଷୁ ତାହା ଦେଖିବ; ଆଉ, ଆମ୍ଭେ ସମୁଦାୟ ଯିହୁଦାକୁ ବାବିଲର ରାଜା ହସ୍ତରେ ସମର୍ପଣ କରିବା, ତହିଁରେ ସେ ସେମାନଙ୍କୁ ବନ୍ଦୀ କରି ବାବିଲକୁ ଘେନିଯାଇ ଖଡ୍ଗରେ ବଧ କରିବ।