ଯିରିମୀୟ 5:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ସେମାନେ ସଦାପ୍ରଭୁଙ୍କୁ ଅସ୍ୱୀକାର କରି କହିଲେ, ‘ଏ ତ ସେ ନୁହନ୍ତି; ପୁଣି, ଆମ୍ଭମାନଙ୍କ ପ୍ରତି ଅମଙ୍ଗଳ ଘଟିବ ନାହିଁ; କିଅବା ଆମ୍ଭେମାନେ ଖଡ୍ଗ କି ଦୁର୍ଭିକ୍ଷ ଦେଖିବା ନାହିଁ; Faic an caibideilପବିତ୍ର ବାଇବଲ (Re-edited) - (BSI)12 ସେମାନେ ସଦାପ୍ରଭୁଙ୍କୁ ଅସ୍ଵୀକାର କରି କହିଲେ, ଏ ତ ସେ ନୁହଁନ୍ତି; ପୁଣି, ଆମ୍ଭମାନଙ୍କ ପ୍ରତି ଅମଙ୍ଗଳ ଘଟିବ ନାହିଁ; କିଅବା ଆମ୍ଭେମାନେ ଖଡ଼୍ଗ କି ଦୁର୍ଭିକ୍ଷ ଦେଖିବା ନାହିଁ; Faic an caibideilଓଡିଆ ବାଇବେଲ12 ସେମାନେ ସଦାପ୍ରଭୁଙ୍କୁ ଅସ୍ୱୀକାର କରି କହିଲେ, “ଏ ତ ସେ ନୁହଁନ୍ତି; ପୁଣି, ଆମ୍ଭମାନଙ୍କ ପ୍ରତି ଅମଙ୍ଗଳ ଘଟିବ ନାହିଁ; କିଅବା ଆମ୍ଭେମାନେ ଖଡ୍ଗ କି ଦୁର୍ଭିକ୍ଷ ଦେଖିବା ନାହିଁ;” Faic an caibideilପବିତ୍ର ବାଇବଲ12 “ମିଥ୍ୟାରେ ସେମାନେ ସଦାପ୍ରଭୁଙ୍କର ବିଷୟରେ କହିଲେ, ‘ସଦାପ୍ରଭୁ ଆମ୍ଭମାନଙ୍କର କିଛି କରିବେ ନାହିଁ। ଆମ୍ଭମାନଙ୍କ ପ୍ରତି କିଛି ଅମଙ୍ଗଳ ଘଟିବ ନାହିଁ ଆଉ ଆମ୍ଭେମାନେ ଖଡ଼୍ଗ କିଅବା ଦୁର୍ଭିକ୍ଷ ଦେଖିବା ନାହିଁ।’ Faic an caibideil |