ଯିରିମୀୟ 5:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେମାନେ ଜୀବିତ ସଦାପ୍ରଭୁ ବୋଲି କହିଲେ ହେଁ ନିତାନ୍ତ ମିଥ୍ୟାରେ ଶପଥ କରନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)2 ସେମାନେ ଜୀବିତ ସଦାପ୍ରଭୁ ବୋଲି କହିଲେ ହେଁ ନିତା; ମିଥ୍ୟାରେ ଶପଥ କରନ୍ତି। Faic an caibideilଓଡିଆ ବାଇବେଲ2 ସେମାନେ ଜୀବିତ ସଦାପ୍ରଭୁ ବୋଲି କହିଲେ ହେଁ ନିତାନ୍ତ ମିଥ୍ୟାରେ ଶପଥ କରନ୍ତି। Faic an caibideilପବିତ୍ର ବାଇବଲ2 ସେମାନେ, ‘ଜୀବତ୍ ସଦାପ୍ରଭୁ’ କହିଲେ ହେଁ ନିତାନ୍ତ ମିଥ୍ୟାରେ ଶପଥ କରନ୍ତି।” Faic an caibideil |
“ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।