ଯିରିମୀୟ 5:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ସଦାପ୍ରଭୁ କହନ୍ତି, ତୁମ୍ଭେମାନେ କି ଆମ୍ଭକୁ ଭୟ କରୁ ନାହଁ? ସମୁଦ୍ର ଯେପରି ଉଲ୍ଲଙ୍ଘନ କରି ନ ପାରିବ, ଏଥିପାଇଁ ନିତ୍ୟସ୍ଥାୟୀ ବିଧିକ୍ରମେ ତହିଁର ସୀମା ରୂପେ ବାଲୁକା ସ୍ଥାପନ କରିଅଛୁ ଯେ ଆମ୍ଭେ, ଆମ୍ଭ ସାକ୍ଷାତରେ ତୁମ୍ଭେମାନେ କି କମ୍ପବାନ ହେବ ନାହିଁ? ତହିଁର ତରଙ୍ଗମାଳା ଉଚ୍ଚକୁ ଉଠେ, ତଥାପି କୃତାର୍ଥ ହୋଇପାରେ ନାହିଁ, କଲ୍ଲୋଳ ଧ୍ୱନି କରେ, ତଥାପି ସୀମା ଅତିକ୍ରମ କରିପାରେ ନାହିଁ। Faic an caibideilପବିତ୍ର ବାଇବଲ (Re-edited) - (BSI)22 ସଦାପ୍ରଭୁ କହନ୍ତି, ତୁମ୍ଭେମାନେ କି ଆମ୍ଭକୁ ଭୟ କରୁ ନାହଁ? ସମୁଦ୍ର ଯେପରି ଉଲ୍ଲଙ୍ଘନ କରି ନ ପାରିବ, ଏଥିପାଇଁ ନିତ୍ୟସ୍ଥାୟୀ ବିଧିକ୍ରମେ ତହିଁର ସୀମା ରୂପେ ବାଲୁକା ସ୍ଥାପନ କରିଅଛୁ ଯେ ଆମ୍ଭେ, ଆମ୍ଭ ସାକ୍ଷାତରେ ତୁମ୍ଭେମାନେ କି କମ୍ପବାନ ହେବ ନାହିଁ? ତହିଁର ତରଙ୍ଗମାଳା ଉଚ୍ଚକୁ ଉଠେ, ତଥାପି କୃତାର୍ଥ ହୋଇପାରେ ନାହିଁ, କଲ୍ଲୋଳଧ୍ଵନି କରେ, ତଥାପି ସୀମା ଅତିକ୍ରମ କରି ପାରେ ନାହିଁ। Faic an caibideilଓଡିଆ ବାଇବେଲ22 ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ କି ଆମ୍ଭକୁ ଭୟ କରୁ ନାହଁ ? ସମୁଦ୍ର ଯେପରି ଉଲ୍ଲଙ୍ଘନ କରି ନ ପାରିବ, ଏଥିପାଇଁ ନିତ୍ୟସ୍ଥାୟୀ ବିଧିକ୍ରମେ ତହିଁର ସୀମା ରୂପେ ବାଲୁକା ସ୍ଥାପନ କରିଅଛୁ ଯେ ଆମ୍ଭେ, ଆମ୍ଭ ସାକ୍ଷାତରେ ତୁମ୍ଭେମାନେ କି କମ୍ପବାନ ହେବ ନାହିଁ ? ତହିଁର ତରଙ୍ଗମାଳା ଉଚ୍ଚକୁ ଉଠେ, ତଥାପି କୃତାର୍ଥ ହୋଇପାରେ ନାହିଁ, କଲ୍ଲୋଳଧ୍ୱନି କରେ, ତଥାପି ସୀମା ଅତିକ୍ରମ କରି ପାରେ ନାହିଁ। Faic an caibideilପବିତ୍ର ବାଇବଲ22 ନିଶ୍ଚିତଭାବରେ ତୁମ୍ଭେମାନେ ଆମ୍ଭକୁ ଭୟ କରିବାର କାରଣ ଅଛି,” ସଦାପ୍ରଭୁ କହନ୍ତି। “ହଁ, ତୁମ୍ଭେମାନେ ଆମ୍ଭ ସମ୍ମୁଖରେ ଭୟରେ ଥରିବାର କାରଣ ଅଛି। ଆମ୍ଭେ ବାଲୁକାସ୍ତୁପ ସ୍ଥାପନ କଲୁ, ଯେପରି ସମୁଦ୍ର ତା'ର ସୀମା ଲଙ୍ଘନ ନ କରିବ। ସମୁଦ୍ରରେ ଢେଉ ଉଠେ ଏବଂ ଏହାର କୌଣସି କ୍ଷତି କରେ ନାହିଁ। ଏହା ଘୋର ଗର୍ଜନ କରେ, ମାତ୍ର ଆମ୍ଭେ ସ୍ଥାପନ କରିଥିବା ସୀମା ଲଙ୍ଘନ କରେ ନାହିଁ। Faic an caibideil |
ଆମ୍ଭେ ଯେତେବେଳେ ଆସିଲୁ କାହିଁକି କେହି ଉପସ୍ଥିତ ନ ଥିଲା? ଆମ୍ଭେ ଯେତେବେଳେ ଡାକିଲୁ କାହିଁକି କେହି ଉତ୍ତର ଦେବାକୁ ନ ଥିଲା? ଆମ୍ଭର ହସ୍ତ କି କିଛି ଛୋଟ ହୋଇଅଛି ଯେ, ତାହା ମୁକ୍ତ କରି ନ ପାରେ? କିଅବା ଉଦ୍ଧାର କରିବା ପାଇଁ କି ଆମ୍ଭର ପରାକ୍ରମ ନାହିଁ? ଦେଖ, ଆମ୍ଭେ ଧମକରେ ସମୁଦ୍ରକୁ ଶୁଷ୍କ କରୁ, ଆମ୍ଭେ ନଦ-ନଦୀକୁ ପ୍ରାନ୍ତର କରୁ; ସେଠାସ୍ଥିତ ମତ୍ସ୍ୟ ଜଳ ଅଭାବରେ ତୃଷାର୍ତ୍ତ ହୋଇ ମରିଯାଇ ଦୁର୍ଗନ୍ଧ ହୁଏ।
ସଦାପ୍ରଭୁଙ୍କ ବାକ୍ୟରେ କମ୍ପମାନ ହେଉଅଛ ଯେ “ତୁମ୍ଭେମାନେ, ତୁମ୍ଭେମାନେ ତାହାଙ୍କର ବାକ୍ୟ ଶୁଣ; ତୁମ୍ଭମାନଙ୍କର ଯେଉଁ ଭ୍ରାତୃଗଣ ତୁମ୍ଭମାନଙ୍କୁ ଘୃଣା କରନ୍ତି, ଆମ୍ଭ ନାମ ସକାଶେ ତୁମ୍ଭମାନଙ୍କୁ ଦୂର କରନ୍ତି, ସେମାନେ କହିଅଛନ୍ତି, ‘ଆମ୍ଭେମାନେ ଯେପରି ତୁମ୍ଭମାନଙ୍କର ଆନନ୍ଦ ଦେଖି ପାରିବା, ଏଥିପାଇଁ ସଦାପ୍ରଭୁ ମହିମାନ୍ୱିତ ହେଉନ୍ତୁ;’ ମାତ୍ର ସେମାନେ ଲଜ୍ଜିତ ହେବେ।