ଯିରିମୀୟ 5:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଅଥବା ଯେ ଯଥା ସମୟରେ ଆଦ୍ୟ ଓ ଶେଷ ବୃଷ୍ଟିର ପ୍ରଦାନକର୍ତ୍ତା; ଯେ ଆମ୍ଭମାନଙ୍କ ନିମନ୍ତେ ଶସ୍ୟଚ୍ଛେଦନର ନିରୂପିତ ସପ୍ତାହମାନ ରକ୍ଷା କରନ୍ତି, ଆସ, ଏବେ ଆମ୍ଭେମାନେ ସେହି ସଦାପ୍ରଭୁ ଆପଣାମାନଙ୍କର ପରମେଶ୍ୱରଙ୍କୁ ଭୟ କରୁ, ଏହା ସେମାନେ ମନେ ମନେ କହନ୍ତି ନାହିଁ। Faic an caibideilପବିତ୍ର ବାଇବଲ (Re-edited) - (BSI)24 ଅଥବା ଯେ ଯଥାସମୟରେ ଆଦ୍ୟ ଓ ଶେଷ ବୃଷ୍ଟିର ପ୍ରଦାନକର୍ତ୍ତା; ଯେ ଆମ୍ଭମାନଙ୍କ ନିମନ୍ତେ ଶସ୍ୟଚ୍ଛେଦନର ନିରୂପିତ ସପ୍ତାହମାନ ରକ୍ଷା କରନ୍ତି, ଆସ, ଏବେ ଆମ୍ଭେମାନେ ସେହି ସଦାପ୍ରଭୁ ଆପଣା-ମାନଙ୍କର ପରମେଶ୍ଵରଙ୍କୁ ଭୟ କରୁ, ଏହା ସେମାନେ ମନେ ମନେ କହନ୍ତି ନାହିଁ। Faic an caibideilଓଡିଆ ବାଇବେଲ24 ଅଥବା ଯେ ଯଥା ସମୟରେ ଆଦ୍ୟ ଓ ଶେଷ ବୃଷ୍ଟିର ପ୍ରଦାନକର୍ତ୍ତା; ଯେ ଆମ୍ଭମାନଙ୍କ ନିମନ୍ତେ ଶସ୍ୟଚ୍ଛେଦନର ନିରୂପିତ ସପ୍ତାହମାନ ରକ୍ଷା କରନ୍ତି, ଆସ, ଏବେ ଆମ୍ଭେମାନେ ସେହି ସଦାପ୍ରଭୁ ଆପଣାମାନଙ୍କର ପରମେଶ୍ୱରଙ୍କୁ ଭୟ କରୁ, ଏହା ସେମାନେ ମନେ ମନେ କହନ୍ତି ନାହିଁ। Faic an caibideilପବିତ୍ର ବାଇବଲ24 ସେମାନେ କେବେ କହିବେ ନାହିଁ ଯେ, ‘ଆମ୍ଭର ସଦାପ୍ରଭୁ ଯଥା ସମୟରେ ଆମ୍ଭମାନଙ୍କୁ ଆଦ୍ୟ ଓ ଶେଷ ବୃଷ୍ଟି ପ୍ରଦାନ କରିଛନ୍ତି ଓ ଶସ୍ୟ ଚ୍ଛେଦନ ପାଇଁ ଆମ୍ଭମାନଙ୍କ ନିମନ୍ତେ ନିରୂପିତ ସପ୍ତାହମାନ ରକ୍ଷା କରିଛନ୍ତି, ଆସ ଏବେ ଆମ୍ଭେମାନେ ସେହି ସଦାପ୍ରଭୁଙ୍କୁ ଭୟ ଓ ଭକ୍ତି କରିବା।’ Faic an caibideil |
ସଦାପ୍ରଭୁ କହନ୍ତି, ତୁମ୍ଭେମାନେ କି ଆମ୍ଭକୁ ଭୟ କରୁ ନାହଁ? ସମୁଦ୍ର ଯେପରି ଉଲ୍ଲଙ୍ଘନ କରି ନ ପାରିବ, ଏଥିପାଇଁ ନିତ୍ୟସ୍ଥାୟୀ ବିଧିକ୍ରମେ ତହିଁର ସୀମା ରୂପେ ବାଲୁକା ସ୍ଥାପନ କରିଅଛୁ ଯେ ଆମ୍ଭେ, ଆମ୍ଭ ସାକ୍ଷାତରେ ତୁମ୍ଭେମାନେ କି କମ୍ପବାନ ହେବ ନାହିଁ? ତହିଁର ତରଙ୍ଗମାଳା ଉଚ୍ଚକୁ ଉଠେ, ତଥାପି କୃତାର୍ଥ ହୋଇପାରେ ନାହିଁ, କଲ୍ଲୋଳ ଧ୍ୱନି କରେ, ତଥାପି ସୀମା ଅତିକ୍ରମ କରିପାରେ ନାହିଁ।