ଯିରିମୀୟ 5:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ସଦାପ୍ରଭୁ କହନ୍ତି, ଆମ୍ଭେ କି ଏହିସବୁର ପ୍ରତିଫଳ ଦେବା ନାହିଁ? ଆମ୍ଭର ପ୍ରାଣ କି ଏହି ପ୍ରକାର ଲୋକଙ୍କଠାରୁ ପରିଶୋଧ ନେବ ନାହିଁ?” Faic an caibideilପବିତ୍ର ବାଇବଲ (Re-edited) - (BSI)29 ସଦାପ୍ରଭୁ କହନ୍ତି, ଆମ୍ଭେ କି ଏହିସବୁର ପ୍ରତିଫଳ ଦେବା ନାହିଁଣ? ଆମ୍ଭର ପ୍ରାଣ କି ଏହି ପ୍ରକାର ଲୋକଙ୍କଠାରୁ ପରିଶୋଧ ନେବ ନାହିଁ? Faic an caibideilଓଡିଆ ବାଇବେଲ29 ସଦାପ୍ରଭୁ କହନ୍ତି, “ଆମ୍ଭେ କି ଏହିସବୁର ପ୍ରତିଫଳ ଦେବା ନାହିଁ ? ଆମ୍ଭର ପ୍ରାଣ କି ଏହି ପ୍ରକାର ଲୋକଙ୍କଠାରୁ ପରିଶୋଧ ନେବ ନାହିଁ ?” Faic an caibideilପବିତ୍ର ବାଇବଲ29 ତେଣୁ ସଦାପ୍ରଭୁ କହନ୍ତି, “ଆମ୍ଭେ କ’ଣ ଏହିସବୁ ପାଇଁ ସେମାନଙ୍କୁ ଦଣ୍ଡ ଦେବା ନାହିଁ? ଆମ୍ଭର ପ୍ରାଣ କ’ଣ ଏହିସବୁ ଲୋକମାନଙ୍କଠାରୁ ପରିଶୋଧ ନେବ ନାହିଁ?” Faic an caibideil |
“ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।