ଯିରିମୀୟ 50:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ହେ ଧନୁରେ ଗୁଣଦାୟୀ ଲୋକ ସମସ୍ତେ, ତୁମ୍ଭେମାନେ ବାବିଲର ବିରୁଦ୍ଧରେ ଚାରିଆଡ଼େ ସୈନ୍ୟ ସଜାଅ; କୁଣ୍ଠିତ ନ ହୋଇ ତାହା ପ୍ରତି ତୀର ନିକ୍ଷେପ କର; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛି। Faic an caibideilପବିତ୍ର ବାଇବଲ (Re-edited) - (BSI)14 ହେ ଧନୁରେ ଗୁଣଦାୟୀ ଲୋକ ସମସ୍ତେ, ତୁମ୍ଭେମାନେ ବାବିଲର ବିରୁଦ୍ଧରେ ଚାରିଆଡ଼େ ସୈନ୍ୟ ସଜାଅ; କୁଣ୍ଠିତ ନ ହୋଇ ତାହା ପ୍ରତି ତୀର ନିକ୍ଷେପ କର; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛି। Faic an caibideilଓଡିଆ ବାଇବେଲ14 ହେ ଧନୁରେ ଗୁଣଦାୟୀ ଲୋକ ସମସ୍ତେ, ତୁମ୍ଭେମାନେ ବାବିଲର ବିରୁଦ୍ଧରେ ଚାରିଆଡ଼େ ସୈନ୍ୟ ସଜାଅ; କୁଣ୍ଠିତ ନ ହୋଇ ତାହା ପ୍ରତି ତୀର ନିକ୍ଷେପ କର; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛି। Faic an caibideilପବିତ୍ର ବାଇବଲ14 “ହେ ଧନୁର୍ଦ୍ଧର ବୀରଗଣ, ତୁମ୍ଭେମାନେ ବାବିଲ ବିରୁଦ୍ଧରେ ଆପଣା ସୈନ୍ୟ ସଜାଅ। ତୁମ୍ଭମାନଙ୍କର କୌଣସି ବାଣ ନ ରଖି ତାହା ପ୍ରତି ନିକ୍ଷେପ କର, କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛି। Faic an caibideil |
ଧନୁର୍ଦ୍ଧାରୀମାନଙ୍କୁ, ଧନୁରେ ଗୁଣଦାୟୀ ସମସ୍ତଙ୍କୁ ବାବିଲ ବିରୁଦ୍ଧରେ ଏକତ୍ର ଡାକ; ତାହା ବିରୁଦ୍ଧରେ ଚାରିଆଡ଼େ ଛାଉଣି ସ୍ଥାପନ କର; ତହିଁରୁ କାହାକୁ ରକ୍ଷା ପାଇବାକୁ ଦିଅ ନାହିଁ; ତାହାର କର୍ମାନୁସାରେ ତାହାକୁ ପ୍ରତିଫଳ ଦିଅ; ସେ ଯେପରି କରିଅଛି, ତାହା ପ୍ରତି ସେପରି କର; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ ଦର୍ପ କରିଅଛି।