ଯିରିମୀୟ 50:39 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT39 ଏଥିପାଇଁ ବନ-ପଶୁ ଓ କେନ୍ଦୁଆମାନେ ସେଠାରେ ବାସ କରିବେ ଓ ଓଟପକ୍ଷୀମାନେ ତହିଁ ମଧ୍ୟରେ ବାସ କରିବେ; ତାହା ଆଉ କେବେ ହେଁ ବସତି ସ୍ଥାନ ହେବ ନାହିଁ ଓ ପୁରୁଷାନୁକ୍ରମେ ତହିଁ ମଧ୍ୟରେ ବାସ କରାଯିବ ନାହିଁ। Faic an caibideilପବିତ୍ର ବାଇବଲ (Re-edited) - (BSI)39 ଏଥିପାଇଁ ବନପଶୁ ଓ କେନ୍ଦୁଆମାନେ ସେଠାରେ ବାସ କରିବେ ଓ ଉଷ୍ଟ୍ରପକ୍ଷୀମାନେ ତହିଁ ମଧ୍ୟରେ ବାସ କରିବେ; ତାହା ଆଉ କେବେ ହେଁ ବସତି-ସ୍ଥାନ ନୋହିବ ଓ ପୁରୁଷାନୁକ୍ରମେ ତହିଁ ମଧ୍ୟରେ ବାସ କରା ଯିବ ନାହିଁ। Faic an caibideilଓଡିଆ ବାଇବେଲ39 ଏଥିପାଇଁ ବନପଶୁ ଓ କେନ୍ଦୁଆମାନେ ସେଠାରେ ବାସ କରିବେ ଓ ଓଟପକ୍ଷୀମାନେ ତହିଁ ମଧ୍ୟରେ ବାସ କରିବେ; ତାହା ଆଉ କେବେ ହେଁ ବସତି ସ୍ଥାନ ହେବ ନାହିଁ ଓ ପୁରୁଷାନୁକ୍ରମେ ତହିଁ ମଧ୍ୟରେ ବାସ କରା ଯିବ ନାହିଁ।” Faic an caibideilପବିତ୍ର ବାଇବଲ39 “ବାବିଲ ଆଉ କେବେ ଜନବସତି ଯୋଗ୍ୟ ହେବ ନାହିଁ। ବନ୍ୟପଶୁ, କେନ୍ଦୁଆମାନେ ସେଠାରେ ବାସ କରିବେ। ଓଟପକ୍ଷୀମାନେ ବିଶ୍ରାମ କରିବେ। ତାହା ପୁରୁଷାନୁକ୍ରମେ ବସତି ଯୋଗ୍ୟ ହେବ ନାହିଁ।” Faic an caibideil |