ଯିରିମୀୟ 50:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସଦାପ୍ରଭୁ କହନ୍ତି, ସେଦିନରେ ଓ ସେସମୟରେ ଇସ୍ରାଏଲର ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଏକତ୍ର ହୋଇ ଆସିବେ; ସେମାନେ କ୍ରନ୍ଦନ କରୁ କରୁ ପଥରେ ଗମନ କରିବେ ଓ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କର ଅନ୍ୱେଷଣ କରିବେ। Faic an caibideilପବିତ୍ର ବାଇବଲ (Re-edited) - (BSI)4 ସଦାପ୍ରଭୁ କହନ୍ତି, ସେଦିନରେ ଓ ସେସମୟରେ ଇସ୍ରାଏଲର ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଏକତ୍ର ହୋଇ ଆସିବେ; ସେମାନେ କ୍ରନ୍ଦନ କରୁ କରୁ ପଥରେ ଗମନ କରିବେ ଓ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କର ଅନ୍ଵେଷଣ କରିବେ। Faic an caibideilଓଡିଆ ବାଇବେଲ4 ସଦାପ୍ରଭୁ କହନ୍ତି, “ସେଦିନରେ ଓ ସେସମୟରେ ଇସ୍ରାଏଲର ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଏକତ୍ର ହୋଇ ଆସିବେ; ସେମାନେ କ୍ରନ୍ଦନ କରୁ କରୁ ପଥରେ ଗମନ କରିବେ ଓ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କର ଅନ୍ୱେଷଣ କରିବେ। Faic an caibideilପବିତ୍ର ବାଇବଲ4 ସେ ସମୟରେ ଇସ୍ରାଏଲର ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଏକତ୍ର ହୋଇଯିବେ। ସେମାନେ କାନ୍ଦି କାନ୍ଦି ଆସିବେ, ଯେତେବେଳେ ସେମାନେ ସେମାନଙ୍କର ସଦାପ୍ରଭୁ ପରମେଶ୍ୱରଙ୍କର ଅନ୍ୱେଷଣ କରିବେ। Faic an caibideil |
ପୁଣି, ଆମ୍ଭେ ଦାଉଦ ବଂଶ ଉପରେ ଓ ଯିରୂଶାଲମ ନିବାସୀମାନଙ୍କ ଉପରେ ଅନୁଗ୍ରହ ଓ ବିନତିଜନକ ଆତ୍ମା ବୃଷ୍ଟି କରିବା; ତହିଁରେ ସେମାନେ ଆମ୍ଭ ପ୍ରତି, ଅର୍ଥାତ୍, ଯାହାଙ୍କୁ ସେମାନେ ବିଦ୍ଧ କରିଅଛନ୍ତି, ତାହାଙ୍କ ପ୍ରତି ଦୃଷ୍ଟିପାତ କରିବେ; ଆଉ, କେହି ଯେପରି ଆପଣାର ଏକମାତ୍ର ପୁତ୍ର ଲାଗି ଶୋକ କରେ, ସେପରି ସେମାନେ ତାହାଙ୍କ ପାଇଁ ଶୋକ କରିବେ ଓ କେହି ଯେପରି ଆପଣା ପ୍ରଥମଜାତର ନିମନ୍ତେ ବ୍ୟାକୁଳିତ ହୁଏ, ସେପରି ସେମାନେ ତାହାଙ୍କ ପାଇଁ ବ୍ୟାକୁଳିତ ହେବେ।