ଯିରିମୀୟ 50:40 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT40 ସଦାପ୍ରଭୁ କହନ୍ତି, ପରମେଶ୍ୱର ସଦୋମ, ହମୋରା ଓ ତନ୍ନିକଟବର୍ତ୍ତୀ ନଗରସବୁ ଉତ୍ପାଟନ କଲା ବେଳେ ଯେରୂପ ହୋଇଥିଲା, ସେରୂପ କୌଣସି ମନୁଷ୍ୟ ସେଠାରେ ବାସ କରିବ ନାହିଁ, କିଅବା କୌଣସି ମନୁଷ୍ୟପୁତ୍ର ତହିଁ ମଧ୍ୟରେ ପ୍ରବାସ କରିବ ନାହିଁ। Faic an caibideilପବିତ୍ର ବାଇବଲ (Re-edited) - (BSI)40 ସଦାପ୍ରଭୁ କହନ୍ତି, ପରମେଶ୍ଵର ସଦୋମ, ହମୋରା ଓ ତନ୍ନିକଟବର୍ତ୍ତୀ ନଗରସବୁ ଉତ୍ପାଟନ କଲା ବେଳେ ଯେରୂପ ହୋଇଥିଲା, ସେରୂପ କୌଣସି ମନୁଷ୍ୟ ସେଠାରେ ବାସ କରିବ ନାହିଁ, କିଅବା କୌଣସି ମନୁଷ୍ୟପୁତ୍ର ତହିଁ ମଧ୍ୟରେ ପ୍ରବାସ କରିବ ନାହିଁ। Faic an caibideilଓଡିଆ ବାଇବେଲ40 ସଦାପ୍ରଭୁ କହନ୍ତି, “ପରମେଶ୍ୱର ସଦୋମ, ହମୋରା ଓ ତନ୍ନିକଟବର୍ତ୍ତୀ ନଗରସବୁ ଉତ୍ପାଟନ କଲା ବେଳେ ଯେରୂପ ହୋଇଥିଲା, ସେରୂପ କୌଣସି ମନୁଷ୍ୟ ସେଠାରେ ବାସ କରିବ ନାହିଁ, କିଅବା କୌଣସି ମନୁଷ୍ୟପୁତ୍ର ତହିଁ ମଧ୍ୟରେ ପ୍ରବାସ କରିବ ନାହିଁ। Faic an caibideilପବିତ୍ର ବାଇବଲ40 ସଦାପ୍ରଭୁ କହନ୍ତି, “ପରମେଶ୍ୱର ସଦୋମ, ହମୋରା ଓ ତନ୍ନିକଟବର୍ତ୍ତୀ ନଗରସବୁ ଯେଉଁପରି ଧ୍ୱଂସ କରିଥିଲେ, ସେହିପରି ବାବିଲ ଧ୍ୱଂସ ପାଇବ। ସେଠାରେ କେହି ବାସ କରିବେ ନାହିଁ କି ମନୁଷ୍ୟପୁତ୍ର ତହିଁରେ ପ୍ରବାସ କରିବେ ନାହିଁ।” Faic an caibideil |