Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 50:43 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

43 ବାବିଲର ରାଜା ସେମାନଙ୍କ ବିଷୟରେ ଜନରବ ଶୁଣିଅଛି ଓ ତାହାର ହସ୍ତ ଦୁର୍ବଳ ହୁଏ; ଯନ୍ତ୍ରଣା ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନା ତାହାକୁ ଆକ୍ରାନ୍ତ କରିଅଛି।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

43 ବାବିଲର ରାଜା ସେମାନଙ୍କ ବିଷୟରେ ଜନରବ ଶୁଣିଅଛି ଓ ତାହାର ହସ୍ତ ଦୁର୍ବଳ ହୁଏ; ଯନ୍ତ୍ରଣା ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନା ତାହାକୁ ଆକ୍ରା; କରିଅଛି।

Faic an caibideil Dèan lethbhreac

ଓଡିଆ ବାଇବେଲ

43 ବାବିଲର ରାଜା ସେମାନଙ୍କ ବିଷୟରେ ଜନରବ ଶୁଣିଅଛି ଓ ତାହାର ହସ୍ତ ଦୁର୍ବଳ ହୁଏ; ଯନ୍ତ୍ରଣା ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନା ତାହାକୁ ଆକ୍ରାନ୍ତ କରିଅଛି।

Faic an caibideil Dèan lethbhreac

ପବିତ୍ର ବାଇବଲ

43 ଆଉ ବାବିଲର ରାଜା ସେମାନଙ୍କ ବିଷୟରେ ଶୁଣିଲେ ଓ ଭୟଭୀତ ହୋଇପଡ଼ିଲେ। ସେ ଏତେ ଦୁର୍ବଳ ହେଲେ ଯେ ତାଙ୍କର ହାତ ଗ୍ଭଲିଲା ନାହିଁ ଓ ପ୍ରସବକାରିଣୀ ସ୍ତ୍ରୀ ତୁଲ୍ୟ ବେଦନା ଓ ଯନ୍ତ୍ରଣା ଅନୁଭବ କଲେ।”

Faic an caibideil Dèan lethbhreac




ଯିରିମୀୟ 50:43
8 Iomraidhean Croise  

କୌଣସି ପୁରୁଷର ପ୍ରସବବେଦନା ହେଉଅଛି କି ନାହିଁ, ତୁମ୍ଭେମାନେ ପଚାରି ବୁଝ; ପ୍ରସବବେଦନାର ସମୟରେ ଯେପରି ସ୍ତ୍ରୀଲୋକର, ସେପରି ପ୍ରତ୍ୟେକ ପୁରୁଷର ଆପଣା କଟିଦେଶରେ ହସ୍ତ ଦେବାର ଓ ସମସ୍ତଙ୍କର ମୁଖ ମଳିନ ହେବାର ଆମ୍ଭେ କାହିଁକି ଦେଖୁଅଛୁ?


ଦେଖ, ସେ ଉତ୍କ୍ରୋଶ ପକ୍ଷୀ ପରି ଉଠି ଉଡ଼ି ଆସିବ ଓ ବସ୍ରା ଉପରେ ଆପଣା ପକ୍ଷ ବିସ୍ତାର କରିବ; ପୁଣି, ସେସମୟରେ ଇଦୋମର ବୀର ପୁରୁଷମାନଙ୍କ ଅନ୍ତଃକରଣ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀର ଅନ୍ତଃକରଣର ସମାନ ହେବ।”


ଦମ୍ମେଶକ କ୍ଷୀଣବଳ ହୋଇଅଛି, ସେ ପଳାଇବା ପାଇଁ ଫେରୁଅଛି, କମ୍ପନ ତାହାକୁ ଆକ୍ରାନ୍ତ କରିଅଛି; ଯେପରି ପ୍ରସବକାଳରେ ସ୍ତ୍ରୀଲୋକକୁ, ସେପରି ତାହାକୁ ଯନ୍ତ୍ରଣା ଓ ଦୁଃଖ ଧରିଅଛି।


ବାବିଲ ରାଜାର ନଗର ଚତୁର୍ଦ୍ଦିଗରେ ହସ୍ତଗତ ହୋଇଅଛି, ଏହି ସମ୍ବାଦ ତାହାକୁ ଦେବା ନିମନ୍ତେ ଏକ ଧାଉଡ଼ିଆ ଅନ୍ୟ ଧାଉଡ଼ିଆର ଓ ଏକ ଦୂତ ଅନ୍ୟ ଦୂତ ସହିତ ଭେଟିବାକୁ ଦୌଡ଼ିବେ,


ଆମ୍ଭେମାନେ ସେ ବିଷୟର ଜନରବ ଶୁଣିଅଛୁ; ଆମ୍ଭମାନଙ୍କର ହସ୍ତ ଦୁର୍ବଳ ହୁଏ; ଯନ୍ତ୍ରଣା ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନା ଆମ୍ଭମାନଙ୍କୁ ଆକ୍ରାନ୍ତ କରିଅଛି।


Lean sinn:

Sanasan


Sanasan