ଯିରିମୀୟ 51:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ବାବିଲ ବିରୁଦ୍ଧରେ ଓ ଲେବ-କାମାଇ ନିବାସୀମାନଙ୍କ ବିରୁଦ୍ଧରେ ଏକ ବିନାଶକ ବାୟୁ ଉତ୍ପନ୍ନ କରିବା। Faic an caibideilପବିତ୍ର ବାଇବଲ (Re-edited) - (BSI)1 ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ବାବିଲ ବିରୁଦ୍ଧରେ ଓ ଲେବ-କାମାଇ (ମୋର ପ୍ରତିରୋଧକାରୀମାନଙ୍କ ଅନ୍ତଃକରଣ) ନିବାସୀମାନଙ୍କ ବିରୁଦ୍ଧରେ ଏକ ବିନାଶକ ବାୟୁ ଉତ୍ପନ୍ନ କରିବା। Faic an caibideilଓଡିଆ ବାଇବେଲ1 ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ବାବିଲ ବିରୁଦ୍ଧରେ ଓ ଲେବ କାମାଇ ନିବାସୀମାନଙ୍କ ବିରୁଦ୍ଧରେ ଏକ ବିନାଶକ ବାୟୁ ଉତ୍ପନ୍ନ କରିବା। Faic an caibideilପବିତ୍ର ବାଇବଲ1 ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ବାବିଲ ବିରୁଦ୍ଧରେ ଓ ‘ଲେବ-କାମାଇ’ ନିବାସୀମାନଙ୍କ ବିରୁଦ୍ଧରେ ଏକ ଶକ୍ତିଶାଳୀ ବିନାଶକ ବାୟୁ ପ୍ରବାହିତ କରାଇବା। Faic an caibideil |
ଧନୁର୍ଦ୍ଧାରୀମାନଙ୍କୁ, ଧନୁରେ ଗୁଣଦାୟୀ ସମସ୍ତଙ୍କୁ ବାବିଲ ବିରୁଦ୍ଧରେ ଏକତ୍ର ଡାକ; ତାହା ବିରୁଦ୍ଧରେ ଚାରିଆଡ଼େ ଛାଉଣି ସ୍ଥାପନ କର; ତହିଁରୁ କାହାକୁ ରକ୍ଷା ପାଇବାକୁ ଦିଅ ନାହିଁ; ତାହାର କର୍ମାନୁସାରେ ତାହାକୁ ପ୍ରତିଫଳ ଦିଅ; ସେ ଯେପରି କରିଅଛି, ତାହା ପ୍ରତି ସେପରି କର; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ ଦର୍ପ କରିଅଛି।