ଯିରିମୀୟ 51:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ସେ ଆପଣା ପରାକ୍ରମରେ ପୃଥିବୀ ନିର୍ମାଣ କରିଅଛନ୍ତି, ସେ ଆପଣା ଜ୍ଞାନରେ ଜଗତ ସ୍ଥାପନ କରିଅଛନ୍ତି ଓ ଆପଣା ବୁଦ୍ଧିରେ ସେ ଗଗନମଣ୍ଡଳ ବିସ୍ତାର କରିଅଛନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)15 ସେ ଆପଣା ପରାକ୍ରମରେ ପୃଥିବୀ ନିର୍ମାଣ କରିଅଛନ୍ତି, ସେ ଆପଣା ଜ୍ଞାନରେ ଜଗତ ସ୍ଥାପନ କରି ଅଛନ୍ତି ଓ ଆପଣା ବୁଦ୍ଧିରେ ସେ ଗଗନମଣ୍ତଳ ବିସ୍ତାର କରିଅଛନ୍ତି। Faic an caibideilଓଡିଆ ବାଇବେଲ15 ସେ ଆପଣା ପରାକ୍ରମରେ ପୃଥିବୀ ନିର୍ମାଣ କରିଅଛନ୍ତି, ସେ ଆପଣା ଜ୍ଞାନରେ ଜଗତ ସ୍ଥାପନ କରି ଅଛନ୍ତି ଓ ଆପଣା ବୁଦ୍ଧିରେ ସେ ଗଗନମଣ୍ଡଳ ବିସ୍ତାର କରିଅଛନ୍ତି। Faic an caibideilପବିତ୍ର ବାଇବଲ15 ସଦାପ୍ରଭୁ ଆପଣା ପରାକ୍ରମରେ ପୃଥିବୀ ନିର୍ମାଣ କରିଅଛନ୍ତି। ସେ ଆପଣା ଜ୍ଞାନରେ ଜଗତ ସ୍ଥାପନ କରିଅଛନ୍ତି ଓ ଆପଣା ବୁଦ୍ଧିରେ ସେ ଗଗନ ମଣ୍ଡଳ ବିସ୍ତାର କରିଅଛନ୍ତି। Faic an caibideil |