ଯିରିମୀୟ 51:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି, ଆମ୍ଭେ ବିଦେଶୀମାନଙ୍କୁ ବାବିଲକୁ ପ୍ରେରଣ କରିବା, ସେମାନେ ତାହାକୁ ଝାଡ଼ି ତାହାର ଦେଶ ଶୂନ୍ୟ କରିବେ; କାରଣ ବିପଦ ଦିନରେ ସେମାନେ ଚତୁର୍ଦ୍ଦିଗରେ ତାହାର ବିପକ୍ଷ ହେବେ। Faic an caibideilପବିତ୍ର ବାଇବଲ (Re-edited) - (BSI)2 ପୁଣି, ଆମ୍ଭେ ବିଦେଶୀମାନଙ୍କୁ ବାବିଲକୁ ପ୍ରେରଣ କରିବା, ସେମାନେ ତାହାକୁ ଝାଡ଼ି ତାହାର ଦେଶ ଶୂନ୍ୟ କରିବେ; କାରଣ ବିପଦ ଦିନରେ ସେମାନେ ଚତୁର୍ଦ୍ଦିଗରେ ତାହାର ବିପକ୍ଷ ହେବେ। Faic an caibideilଓଡିଆ ବାଇବେଲ2 ପୁଣି, ଆମ୍ଭେ ବିଦେଶୀମାନଙ୍କୁ ବାବିଲକୁ ପ୍ରେରଣ କରିବା, ସେମାନେ ତାହାକୁ ଝାଡ଼ି ତାହାର ଦେଶ ଶୂନ୍ୟ କରିବେ; କାରଣ ବିପଦ ଦିନରେ ସେମାନେ ଚତୁର୍ଦ୍ଦିଗରେ ତାହାର ବିପକ୍ଷ ହେବେ। Faic an caibideilପବିତ୍ର ବାଇବଲ2 ପୁଣି ବିଦେଶୀମାନଙ୍କୁ ବାବିଲ ବିରୁଦ୍ଧରେ ପ୍ରେରଣ କରିବା, ସେମାନେ କୁଲାରେ ଅଗାଡ଼ି ଅଲଗା କଲାପରି ତାହାକୁ ଝାଡ଼ି ଦେଶ ଶୂନ୍ୟ କରିବେ। କାରଣ ବିନାଶ କାଳରେ ତା'ର ଚତୁର୍ଦ୍ଦିଗରେ ସୈନ୍ୟ ଘେରି ରହିବେ। Faic an caibideil |
ଧନୁର୍ଦ୍ଧାରୀମାନଙ୍କୁ, ଧନୁରେ ଗୁଣଦାୟୀ ସମସ୍ତଙ୍କୁ ବାବିଲ ବିରୁଦ୍ଧରେ ଏକତ୍ର ଡାକ; ତାହା ବିରୁଦ୍ଧରେ ଚାରିଆଡ଼େ ଛାଉଣି ସ୍ଥାପନ କର; ତହିଁରୁ କାହାକୁ ରକ୍ଷା ପାଇବାକୁ ଦିଅ ନାହିଁ; ତାହାର କର୍ମାନୁସାରେ ତାହାକୁ ପ୍ରତିଫଳ ଦିଅ; ସେ ଯେପରି କରିଅଛି, ତାହା ପ୍ରତି ସେପରି କର; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ ଦର୍ପ କରିଅଛି।