ଯିରିମୀୟ 51:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ପୁଣି, ଦେଶ କମ୍ପିତ ଓ ବେଦନାଗ୍ରସ୍ତ ହେଉଅଛି, କାରଣ ବାବିଲ ଦେଶକୁ ଧ୍ୱଂସିତ ଓ ନିବାସୀଶୂନ୍ୟ କରିବା ପାଇଁ ବାବିଲ ବିରୁଦ୍ଧରେ ସଦାପ୍ରଭୁଙ୍କର ସଂକଳ୍ପ ସଫଳ ହେଉଅଛି। Faic an caibideilପବିତ୍ର ବାଇବଲ (Re-edited) - (BSI)29 ପୁଣି, ଦେଶ କମ୍ପିତ ଓ ବେଦନାଗ୍ରସ୍ତ ହେଉଅଛି, କାରଣ ବାବିଲ ଦେଶକୁ ଧ୍ଵଂସିତ ଓ ନିବାସୀଶୂନ୍ୟ କରିବା ପାଇଁ ବାବିଲ ବିରୁଦ୍ଧରେ ସଦାପ୍ରଭୁଙ୍କର ସଙ୍କଳ୍ପ ସଫଳ ହେଉଅଛି। Faic an caibideilଓଡିଆ ବାଇବେଲ29 ପୁଣି, ଦେଶ କମ୍ପିତ ଓ ବେଦନାଗ୍ରସ୍ତ ହେଉଅଛି, କାରଣ ବାବିଲ ଦେଶକୁ ଧ୍ୱଂସିତ ଓ ନିବାସୀଶୂନ୍ୟ କରିବା ପାଇଁ ବାବିଲ ବିରୁଦ୍ଧରେ ସଦାପ୍ରଭୁଙ୍କର ସଂକଳ୍ପ ସଫଳ ହେଉଅଛି। Faic an caibideilପବିତ୍ର ବାଇବଲ29 ସମଗ୍ର ବାବିଲ କମ୍ପିତ ଓ ବେଦନାଗ୍ରସ୍ତ ହେଉଅଛି। କାରଣ ତାକୁ ଧ୍ୱସ୍ତ ବିଧ୍ୱସ୍ତ ଓ ଜନଶୂନ୍ୟ କରିବାକୁ ତାହା ବିରୁଦ୍ଧରେ ସଦାପ୍ରଭୁଙ୍କର ସଂକଳ୍ପ ସଫଳ ହେଉଅଛି। Faic an caibideil |