Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 51:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ବାବିଲର ବୀରଗଣ ଯୁଦ୍ଧରୁ କ୍ଷାନ୍ତ ହୋଇଅଛନ୍ତି, ସେମାନେ ଆପଣାମାନଙ୍କର ଗଡ଼ ମଧ୍ୟରେ ରହୁଛନ୍ତି; ସେମାନଙ୍କର ବଳ ଊଣା ହୋଇଅଛି; ସେମାନେ ସ୍ତ୍ରୀମାନଙ୍କ ସମାନ ହୋଇଅଛନ୍ତି, ତାହାର ବାସସ୍ଥାନସବୁ ଦଗ୍ଧ, ତାହାର ହୁଡ଼କାସବୁ ଭଗ୍ନ ହୋଇଅଛି।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

30 ବାବିଲର ବୀରଗଣ ଯୁଦ୍ଧରୁ କ୍ଷା; ହୋଇଅଛନ୍ତି, ସେମାନେ ଆପଣାମାନଙ୍କର ଗଡ଼ ମଧ୍ୟରେ ରହୁଛନ୍ତି; ସେମାନଙ୍କର ବଳ ଊଣା ହୋଇଅଛି; ସେମାନେ ସ୍ତ୍ରୀଗଣର ସମାନ ହୋଇଅଛନ୍ତି, ତାହାର ବାସସ୍ଥାନସବୁ ଦଗ୍ଧ, ତାହାର ହୁଡ଼କାସବୁ ଭଗ୍ନ ହୋଇଅଛି।

Faic an caibideil Dèan lethbhreac

ଓଡିଆ ବାଇବେଲ

30 ବାବିଲର ବୀରଗଣ ଯୁଦ୍ଧରୁ କ୍ଷାନ୍ତ ହୋଇଅଛନ୍ତି, ସେମାନେ ଆପଣାମାନଙ୍କର ଗଡ଼ ମଧ୍ୟରେ ରହୁଛନ୍ତି; ସେମାନଙ୍କର ବଳ ଊଣା ହୋଇଅଛି; ସେମାନେ ସ୍ତ୍ରୀମାନଙ୍କ ସମାନ ହୋଇଅଛନ୍ତି, ତାହାର ବାସସ୍ଥାନସବୁ ଦଗ୍ଧ, ତାହାର ହୁଡ଼କାସବୁ ଭଗ୍ନ ହୋଇଅଛି।

Faic an caibideil Dèan lethbhreac

ପବିତ୍ର ବାଇବଲ

30 ବାବିଲର ସାହସୀ ଯୋଦ୍ଧାଗଣ ଯୁଦ୍ଧରୁ ଅବସର ନେଇଅଛନ୍ତି। ସେମାନେ ନିଜ ନିଜ ଗଡ଼ ମଧ୍ୟରେ ଅଛନ୍ତି। ସେମାନଙ୍କର ଶକ୍ତି ଦୁର୍ବଳ ହୋଇଅଛି। ସେମାନେ ଭୟଭୀତା ସ୍ତ୍ରୀଲୋକମାନଙ୍କ ପରି ହୋଇଛନ୍ତି। ସେମାନଙ୍କର ବାସସ୍ଥାନ ସବୁ ଦ‌ଗ୍‌ଧ ହୋଇଛି ଓ ସେମାନଙ୍କର ନଗର ଫାଟକର ଖିଡ଼ିକିସବୁ ଭଗ୍ନ ହୋଇଅଛି।

Faic an caibideil Dèan lethbhreac




ଯିରିମୀୟ 51:30
16 Iomraidhean Croise  

ଯେହେତୁ ସେ ପିତ୍ତଳ-ଦ୍ୱାର ଭାଙ୍ଗିଅଛନ୍ତି ଓ ଲୌହ-ଅର୍ଗଳ କାଟି ପକାଇଅଛନ୍ତି।


କାରଣ ସେ ତୁମ୍ଭ ଦ୍ୱାରର ଅର୍ଗଳସବୁ ଦୃଢ଼ କରିଅଛନ୍ତି; ସେ ତୁମ୍ଭ ମଧ୍ୟବର୍ତ୍ତୀ ତୁମ୍ଭ ସନ୍ତାନଗଣକୁ ଆଶୀର୍ବାଦ କରିଅଛନ୍ତି।


ସାହସିକଚିତ୍ତମାନେ ଲୁଟିତ ହୋଇଅଛନ୍ତି, ସେମାନେ ନିଦ୍ରାରେ ନିଦ୍ରିତ ହୋଇଅଛନ୍ତି; ପୁଣି, ବୀରମାନଙ୍କ ମଧ୍ୟରୁ କେହି ଆପଣା ହସ୍ତ ପାଇ ନାହିଁ।


ସେହି ଦିନ ମିସର ସ୍ତ୍ରୀମାନଙ୍କ ତୁଲ୍ୟ ହେବ, ପୁଣି, ସୈନ୍ୟାଧିପତି ସଦାପ୍ରଭୁ, ତାହା ଉପରେ ଯେଉଁ ହସ୍ତ ହଲାନ୍ତି, ତାହାଙ୍କର ସେହି ହସ୍ତ ହଲିବା ସକାଶୁ ସେ କମ୍ପିବ ଓ ଭୀତ ହେବ।


ଦେଖ, ସେମାନେ କୁଟା ପରି ହେବେ; ଅଗ୍ନି ସେମାନଙ୍କୁ ଦଗ୍ଧ କରିବ; ସେମାନେ ଅଗ୍ନିଶିଖାର ବଳରୁ ଆପଣାମାନଙ୍କୁ ଉଦ୍ଧାର କରି ପାରିବେ ନାହିଁ। ତାହା ଉଷ୍ଣ ହେବା ନିମନ୍ତେ ଜ୍ୱଳନ୍ତ ଅଙ୍ଗାର ଅବା ତହିଁ ସମ୍ମୁଖରେ ବସିବା ନିମନ୍ତେ ଅଗ୍ନି ସ୍ୱରୂପ ହେବ ନାହିଁ।


କରୀୟୋଥ୍‍ ହସ୍ତଗତ ହେଲା, ଦୃଢ଼ ଦୁର୍ଗସବୁ ଅକସ୍ମାତ୍‍ ଆକ୍ରାନ୍ତ ହେଲା, ଆଉ ସେହି ଦିନରେ ମୋୟାବର ବୀରମାନଙ୍କ ଅନ୍ତଃକରଣ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀର ଅନ୍ତଃକରଣ ତୁଲ୍ୟ ହେବ।


ତାହାର ଚତୁର୍ଦ୍ଦିଗରେ ସିଂହନାଦ କର, ସେ ଆପଣାକୁ ସମର୍ପଣ କରିଅଛନ୍ତି; ତାହାର ଗଡ଼ସକଳ ପତିତ ଓ ତାହାର ପ୍ରାଚୀରସକଳ ଉତ୍ପାଟିତ ହୋଇଅଛି; କାରଣ ଏହା ସଦାପ୍ରଭୁଙ୍କର ଦାତବ୍ୟ ପ୍ରତିଶୋଧ; ତାହାଠାରୁ ପ୍ରତିଶୋଧ ନିଅ; ସେ ଯେପରି କରିଅଛି, ସେପରି ତାହା ପ୍ରତି କର।


ପୁଣି, ପାରଘାଟସବୁ ହସ୍ତଗତ ହୋଇଅଛି, ନଳବଣସବୁ ଅଗ୍ନିରେ ଦଗ୍ଧ ଓ ଯୋଦ୍ଧାମାନେ ଭୟଗ୍ରସ୍ତ ହୋଇଅଛନ୍ତି।


ପୁଣି, ଆମ୍ଭେ ତାହାର ଅଧିପତିଗଣକୁ ଓ ତାହାର ଜ୍ଞାନୀ ଲୋକମାନଙ୍କୁ ଓ ତାହାର ଦେଶାଧ୍ୟକ୍ଷ ଓ ଅଧିପତିଗଣକୁ ଓ ତାହାର ବୀରପୁରୁଷମାନଙ୍କୁ ମତ୍ତ କରାଇବା; ତହିଁରେ ସେମାନେ ଚିର ନିଦ୍ରାରେ ନିଦ୍ରିତ ହୋଇ ଆଉ ଜାଗରିତ ହେବେ ନାହିଁ ଏହା ରାଜା କହନ୍ତି, ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ।


ତାହାର ନଗରଦ୍ୱାରସକଳ ଭୂମିରେ ମଗ୍ନ ହୋଇଅଛି; ସେ ତାହାର ଅର୍ଗଳସବୁ ନଷ୍ଟ ଓ ଖଣ୍ଡ ଖଣ୍ଡ କରିଅଛନ୍ତି; ଯେଉଁ ଗୋଷ୍ଠୀୟମାନଙ୍କର ବ୍ୟବସ୍ଥା ନାହିଁ, ସେମାନଙ୍କ ମଧ୍ୟରେ ତାହାର ରାଜା ଓ ଅଧିପତିଗଣ ଅଛନ୍ତି; ହଁ, ତାହାର ଭବିଷ୍ୟଦ୍‍ବକ୍ତାଗଣ ସଦାପ୍ରଭୁଙ୍କଠାରୁ କୌଣସି ଦର୍ଶନ ପାʼନ୍ତି ନାହିଁ।


ପୁଣି, ଆମ୍ଭେ ଦମ୍ମେଶକର ଅର୍ଗଳ ଭାଙ୍ଗି ପକାଇବା ଓ ଆବନ ଉପତ୍ୟକାରୁ ନିବାସକାରୀକୁ ଓ ବେଥ୍-ଏଦନ ବଂଶରୁ ରାଜଦଣ୍ଡଧାରୀକୁ ଉଚ୍ଛିନ୍ନ କରିବା। ପୁଣି, ସଦାପ୍ରଭୁ କହନ୍ତି, ଅରାମର ଲୋକମାନେ ନିର୍ବାସିତ ହୋଇ କୀର୍‍କୁ ଯିବେ।”


ଦେଖ, ତୁମ୍ଭର ମଧ୍ୟସ୍ଥିତ ଲୋକମାନେ ସ୍ତ୍ରୀଲୋକ ପରି ଅଟନ୍ତି; ତୁମ୍ଭ ଦେଶର ନଗରଦ୍ୱାରସକଳ ତୁମ୍ଭ ଶତ୍ରୁଗଣ ପାଇଁ ମେଲା ହୋଇ ରଖାଯାଇଅଛି; ଅଗ୍ନି ତୁମ୍ଭର ଅର୍ଗଳସବୁ ଗ୍ରାସ କରିଅଛି।


ସେମାନେ ତାହାର ଯନ୍ତ୍ରଣାରେ ଭୟ ହେତୁ ଦୂରରେ ଠିଆ ହୋଇ କହିବେ, “ହାୟ, ହାୟ, ମହାନଗରୀ, ପରାକ୍ରମୀ ନଗରୀ ବାବିଲ, ତୁ ସନ୍ତାପର ପାତ୍ରୀ। କାରଣ ଏକ ଘଡ଼ି ମଧ୍ୟରେ ତୋହର ଦଣ୍ଡ ଉପସ୍ଥିତ ହେଲା।”


Lean sinn:

Sanasan


Sanasan