ଯିରିମୀୟ 51:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ପୁଣି, ପାରଘାଟସବୁ ହସ୍ତଗତ ହୋଇଅଛି, ନଳବଣସବୁ ଅଗ୍ନିରେ ଦଗ୍ଧ ଓ ଯୋଦ୍ଧାମାନେ ଭୟଗ୍ରସ୍ତ ହୋଇଅଛନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)32 ପୁଣି, ପାରଘାଟସବୁ ହସ୍ତଗତ ହୋଇଅଛି, ନଳବଣସବୁ ଅଗ୍ନିରେ ଦଗ୍ଧ ଓ ଯୋଦ୍ଧାମାନେ ଭୟଗ୍ରସ୍ତ ହୋଇଅଛନ୍ତି। Faic an caibideilଓଡିଆ ବାଇବେଲ32 ପୁଣି, ପାରଘାଟସବୁ ହସ୍ତଗତ ହୋଇଅଛି, ନଳବଣସବୁ ଅଗ୍ନିରେ ଦଗ୍ଧ ଓ ଯୋଦ୍ଧାମାନେ ଭୟଗ୍ରସ୍ତ ହୋଇଅଛନ୍ତି।” Faic an caibideilପବିତ୍ର ବାଇବଲ32 ପୁଣି ତା'ର ନଦୀପାର ଘାଟସବୁ ଅଧିକୃତ ହୋଇଅଛି ଓ ନଳବଣ ସବୁ ଅଗ୍ନିରେ ଦଗ୍ଧିଭୂତ ହୋଇଅଛି। ଆଉ ତା'ର ଯୋଦ୍ଧାଗଣ ଭୟଭୀତ ହୋଇଅଛନ୍ତି।” Faic an caibideil |