Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 51:39 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

39 ସଦାପ୍ରଭୁ କହନ୍ତି, ସେମାନେ ଉତ୍ତପ୍ତ ହେଲା ଉତ୍ତାରେ ଆମ୍ଭେ ସେମାନଙ୍କର ଭୋଜ ପ୍ରସ୍ତୁତ କରିବା, ପୁଣି ସେମାନେ ଯେପରି ଆହ୍ଲାଦିତ ହେବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ମତ୍ତ କରିବା, ତହିଁରେ ସେମାନେ ଚିର ନିଦ୍ରାରେ ନିଦ୍ରିତ ହୋଇ ଆଉ ଜାଗରିତ ହେବେ ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

39 ସଦାପ୍ରଭୁ କହନ୍ତି, ସେମାନେ ଉତ୍ତପ୍ତ ହେଲା ଉତ୍ତାରେ ଆମ୍ଭେ ସେମାନଙ୍କର ଭୋଜ ପ୍ରସ୍ତୁତ କରିବା, ପୁଣି ସେମାନେ ଯେପରି ଆହ୍ଳାଦିତ ହେବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ମତ୍ତ କରିବା, ତହିଁରେ ସେମାନେ ଚିର ନିଦ୍ରାରେ ନିଦ୍ରିତ ହୋଇ ଆଉ ଜାଗତିକ ହେବେ ନାହିଁ।

Faic an caibideil Dèan lethbhreac

ଓଡିଆ ବାଇବେଲ

39 ସଦାପ୍ରଭୁ କହନ୍ତି, “ସେମାନେ ଉତ୍ତପ୍ତ ହେଲା ଉତ୍ତାରେ ଆମ୍ଭେ ସେମାନଙ୍କର ଭୋଜ ପ୍ରସ୍ତୁତ କରିବା, ପୁଣି ସେମାନେ ଯେପରି ଆହ୍ଳାଦିତ ହେବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ମତ୍ତ କରିବା, ତହିଁରେ ସେମାନେ ଚିର ନିଦ୍ରାରେ ନିଦ୍ରିତ ହୋଇ ଆଉ ଜାଗରିତ ହେବେ ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ

39 ସଦାପ୍ରଭୁ କହନ୍ତି, “ସେମାନେ ଉତ୍ତ୍ୟକ୍ତ ହେଲା ପରେ ଆମ୍ଭେ ସେମାନଙ୍କ ପାଇଁ ଭୋଜି ପ୍ରସ୍ତୁତ କରିବା, ଆଉ ସେମାନଙ୍କୁ ଆହ୍ଲାଦିତ କରିବା ପାଇଁ ସେମାନଙ୍କୁ ମତ୍ତ କରିବା। ତହିଁରେ ସେମାନେ ଚିର ନିଦ୍ରାରେ ନିଦ୍ରିତ ହେବେ, ଆଉ ଉଠିବେ ନାହିଁ।”

Faic an caibideil Dèan lethbhreac




ଯିରିମୀୟ 51:39
12 Iomraidhean Croise  

ହେ ସଦାପ୍ରଭୋ, ମୋʼ ପରମେଶ୍ୱର, ବିବେଚନା କର ଓ ମୋତେ ଉତ୍ତର ଦିଅ; ମୋହର ଚକ୍ଷୁ ସତେଜ କର, ନୋହିଲେ ମୁଁ ମୃତ୍ୟୁୁ-ନିଦ୍ରାରେ ନିଦ୍ରାଗତ ହେବି;


ଆଉ, ତୁମ୍ଭେ ସେମାନଙ୍କୁ କହିବ, “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ‘ତୁମ୍ଭେମାନେ ପାନ କରି ମତ୍ତ ହୁଅ ଓ ବାନ୍ତି କର, ପୁଣି ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ଯେଉଁ ଖଡ୍ଗ ପଠାଇବା, ତହିଁ ହେତୁ ପତିତ ହୋଇ ଆଉ ଉଠ ନାହିଁ।’


ତୁମ୍ଭେମାନେ ତାହାକୁ ମତ୍ତ କରାଅ, କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଆପଣାକୁ ବଡ଼ କରିଅଛି; ପୁଣି, ମୋୟାବ ଆପଣା ବାନ୍ତିରେ ଗଡ଼ିବ, ମଧ୍ୟ ସେ ପରିହାସାସ୍ପଦ ହେବ।


ପୁଣି, ଆମ୍ଭେ ତାହାର ଅଧିପତିଗଣକୁ ଓ ତାହାର ଜ୍ଞାନୀ ଲୋକମାନଙ୍କୁ ଓ ତାହାର ଦେଶାଧ୍ୟକ୍ଷ ଓ ଅଧିପତିଗଣକୁ ଓ ତାହାର ବୀରପୁରୁଷମାନଙ୍କୁ ମତ୍ତ କରାଇବା; ତହିଁରେ ସେମାନେ ଚିର ନିଦ୍ରାରେ ନିଦ୍ରିତ ହୋଇ ଆଉ ଜାଗରିତ ହେବେ ନାହିଁ ଏହା ରାଜା କହନ୍ତି, ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ।


ସେହି ରାତ୍ରିରେ କଲ୍‍ଦୀୟମାନଙ୍କର ରାଜା ବେଲ୍‍ଶତ୍ସର ବଧ କରାଗଲା।


କାରଣ ସେମାନେ ଜଡ଼ିତ କଣ୍ଟକର ନ୍ୟାୟ ଓ ମଦ୍ୟପାନରେ ତିନ୍ତିବା ପରି ହେଲେ ହେଁ ଶୁଷ୍କ ନଡ଼ା ତୁଲ୍ୟ ନିଃଶେଷ ରୂପେ ଗ୍ରାସିତ ହେବେ।


ତୁମ୍ଭେ ମଧ୍ୟ ମତ୍ତ ହେବ, ତୁମ୍ଭେ ଲୁଚାଯିବ; ଆହୁରି ତୁମ୍ଭେ ଶତ୍ରୁ ସକାଶୁ ଦୃଢ଼ ଗଡ଼ ଅନ୍ୱେଷଣ କରିବ।


ହେ ଅଶୂରର ରାଜା, ତୁମ୍ଭର ପଲରକ୍ଷକମାନେ ଘୁମାଉଅଛନ୍ତି; ତୁମ୍ଭର ପ୍ରତାପାନ୍ୱିତ ଲୋକମାନେ ବିଶ୍ରାମ କରୁଅଛନ୍ତି; ତୁମ୍ଭର ଲୋକମାନେ ପର୍ବତଗଣ ଉପରେ ଛିନ୍ନଭିନ୍ନ ହୋଇଅଛନ୍ତି। ଆଉ, ସେମାନଙ୍କୁ ସଂଗ୍ରହ କରିବାକୁ କେହି ନାହିଁ।


Lean sinn:

Sanasan


Sanasan