ଯିରିମୀୟ 51:44 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT44 ପୁଣି, ଆମ୍ଭେ ବାବିଲରେ ବେଲ୍ ଦେବତାକୁ ପ୍ରତିଫଳ ଦେବା ଓ ଯାହା ସେ ଗିଳିଅଛି, ଆମ୍ଭେ ତାହାର ମୁଖରୁ ତାହା ବାହାର କରିବା ଓ ଗୋଷ୍ଠୀୟମାନେ ଆଉ ତାହା ନିକଟକୁ ଧାବମାନ ହେବେ ନାହିଁ; ଆହୁରି ବାବିଲର ପ୍ରାଚୀର ପଡ଼ିଯିବ। Faic an caibideilପବିତ୍ର ବାଇବଲ (Re-edited) - (BSI)44 ପୁଣି, ଆମ୍ଭେ ବାବିଲରେ ବେଲ ଦେବତାକୁ ପ୍ରତିଫଳ ଦେବା ଓ ଯାହା ସେ ଗିଳିଅଛି, ଆମ୍ଭେ ତାହାର ମୁଖରୁ ତାହା ବାହାର କରିବା ଓ ଗୋଷ୍ଠୀୟମାନେ ଆଉ ତାହା ନିକଟକୁ ଧାବମାନ ହେବେ ନାହିଁ; ଆହୁରି ବାବିଲର ପ୍ରାଚୀର ପଡ଼ିଯିବ। Faic an caibideilଓଡିଆ ବାଇବେଲ44 ପୁଣି, ଆମ୍ଭେ ବାବିଲରେ ବେଲ୍ ଦେବତାକୁ ପ୍ରତିଫଳ ଦେବା ଓ ଯାହା ସେ ଗିଳିଅଛି, ଆମ୍ଭେ ତାହାର ମୁଖରୁ ତାହା ବାହାର କରିବା ଓ ଗୋଷ୍ଠୀୟମାନେ ଆଉ ତାହା ନିକଟକୁ ଧାବମାନ ହେବେ ନାହିଁ; ଆହୁରି ବାବିଲର ପ୍ରାଚୀର ପଡ଼ିଯିବ। Faic an caibideilପବିତ୍ର ବାଇବଲ44 ତା'ପରେ ଆମ୍ଭେ ବାବିଲର ବାଲ୍ଦେବଠାରୁ ପ୍ରତିଶୋଧ ନେବା ଓ ଯାହା ସେ ଗିଳିଅଛି, ଆମ୍ଭେ ତା'ର ମୁଖରୁ ତାହା ବାହାର କରିବା। ଗୋଷ୍ଠୀ ଏହା ପାଇଁ ଆଉ ନିର୍ଝର ହେବ ନାହିଁ। ଏବଂ ବାବିଲର ପ୍ରାଚୀର ପଡ଼ିଯିବ। Faic an caibideil |