ଯିରିମୀୟ 51:49 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT49 ବାବିଲ ଯେପରି ଇସ୍ରାଏଲର ହତ ଲୋକମାନଙ୍କୁ ନିପାତିତ କରାଇଅଛି, ସେପରି ସମୁଦାୟ ଦେଶର ହତ ଲୋକମାନେ ବାବିଲରେ ପତିତ ହେବେ। Faic an caibideilପବିତ୍ର ବାଇବଲ (Re-edited) - (BSI)49 ବାବିଲ ଯେପରି ଇସ୍ରାଏଲ ହତ ଲୋକମାନଙ୍କୁ ନିପାତିତ କରାଇଅଛି, ସେପରି ସମୁଦାୟ ଦେଶର ହତ ଲୋକମାନେ ବାବିଲରେ ପତିତ ହେବେ। Faic an caibideilଓଡିଆ ବାଇବେଲ49 “ବାବିଲ ଯେପରି ଇସ୍ରାଏଲର ହତ ଲୋକମାନଙ୍କୁ ନିପାତିତ କରାଇଅଛି, ସେପରି ସମୁଦାୟ ଦେଶର ହତ ଲୋକମାନେ ବାବିଲରେ ପତିତ ହେବେ। Faic an caibideilପବିତ୍ର ବାଇବଲ49 “ବାବିଲର ପତନ ନିଶ୍ଚିତ ହେବ, କାରଣ ସେ ଇସ୍ରାଏଲର ଲୋକମାନଙ୍କୁ ନିପାତିତ କରିଅଛି ଓ ପୃଥିବୀର ସମୁଦାୟ ଦେଶର ଲୋକଙ୍କୁ ବଧ କରିଅଛି। Faic an caibideil |
ଧନୁର୍ଦ୍ଧାରୀମାନଙ୍କୁ, ଧନୁରେ ଗୁଣଦାୟୀ ସମସ୍ତଙ୍କୁ ବାବିଲ ବିରୁଦ୍ଧରେ ଏକତ୍ର ଡାକ; ତାହା ବିରୁଦ୍ଧରେ ଚାରିଆଡ଼େ ଛାଉଣି ସ୍ଥାପନ କର; ତହିଁରୁ କାହାକୁ ରକ୍ଷା ପାଇବାକୁ ଦିଅ ନାହିଁ; ତାହାର କର୍ମାନୁସାରେ ତାହାକୁ ପ୍ରତିଫଳ ଦିଅ; ସେ ଯେପରି କରିଅଛି, ତାହା ପ୍ରତି ସେପରି କର; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ ଦର୍ପ କରିଅଛି।