ଯିରିମୀୟ 51:56 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT56 କାରଣ ତାହା ବିରୁଦ୍ଧରେ, ହଁ, ବାବିଲର ବିରୁଦ୍ଧରେ ବିନାଶକ ଆସିଅଛି ଓ ତାହାର ବୀରମାନେ ଧରା ଯାଇଅଛନ୍ତି, ସେମାନଙ୍କର ଧନୁସବୁ ଖଣ୍ଡ ଖଣ୍ଡ ହୋଇ ଭଙ୍ଗା ଯାଇଅଛି; କାରଣ ସଦାପ୍ରଭୁ ପ୍ରତିଫଳଦାତା ପରମେଶ୍ୱର ଅଟନ୍ତି, ସେ ନିଶ୍ଚୟ ସମୁଚିତ ପ୍ରତିଫଳ ଦେବେ। Faic an caibideilପବିତ୍ର ବାଇବଲ (Re-edited) - (BSI)56 କାରଣ ତାହା ବିରୁଦ୍ଧରେ, ହଁ, ବାବିଲର ବିରୁଦ୍ଧରେ ବିନାଶକ ଆସିଅଛି ଓ ତାହାର ବୀରମାନେ ଧରା ଯାଇଅଛନ୍ତି, ସେମାନଙ୍କର ଧନୁସବୁ ଖଣ୍ତ ଖଣ୍ତ ହୋଇ ଭଙ୍ଗା ହୋଇଅଛି; କାରଣ ସଦାପ୍ରଭୁ ପ୍ରତିଫଳଦାତା ପରମେଶ୍ଵର ଅଟନ୍ତି, ସେ ନିଶ୍ଚୟ ସମୁଚିତ ପ୍ରତିଫଳ ଦେବେ। Faic an caibideilଓଡିଆ ବାଇବେଲ56 କାରଣ ତାହା ବିରୁଦ୍ଧରେ, ହଁ, ବାବିଲର ବିରୁଦ୍ଧରେ ବିନାଶକ ଆସିଅଛି ଓ ତାହାର ବୀରମାନେ ଧରା ଯାଇଅଛନ୍ତି, ସେମାନଙ୍କର ଧନୁସବୁ ଖଣ୍ଡ ଖଣ୍ଡ ହୋଇ ଭଙ୍ଗା ଯାଇଅଛି; କାରଣ ସଦାପ୍ରଭୁ ପ୍ରତିଫଳଦାତା ପରମେଶ୍ୱର ଅଟନ୍ତି, ସେ ନିଶ୍ଚୟ ସମୁଚିତ ପ୍ରତିଫଳ ଦେବେ। Faic an caibideilପବିତ୍ର ବାଇବଲ56 ବାବିଲ ବିରୁଦ୍ଧରେ ସେମାନେ ଆସିବେ ଓ ତାହାକୁ ଧ୍ୱଂସ କରିବେ। ସେମାନଙ୍କର ବୀରଗଣ ଧରାଯିବେ ଓ ସେମାନଙ୍କର ଧନୁସବୁ ଖଣ୍ଡ ଖଣ୍ଡ ହୋଇ ଭଙ୍ଗାଯିବ। କାରଣ ସଦାପ୍ରଭୁ ସେମାନଙ୍କର ଦୁଷ୍କର୍ମ ଯୋଗୁଁ ନିଶ୍ଚୟ ପ୍ରତିଫଳ ଦେବେ। Faic an caibideil |