ଯିରିମୀୟ 51:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତୁମ୍ଭେମାନେ ବାବିଲ ମଧ୍ୟରୁ ପଳାଅ ଓ ପ୍ରତ୍ୟେକ ଜଣ ଆପଣା ଆପଣା ପ୍ରାଣ ରକ୍ଷା କର; ତାହାର ଅଧର୍ମରେ ଉଚ୍ଛିନ୍ନ ହୁଅ ନାହିଁ; କାରଣ ସଦାପ୍ରଭୁଙ୍କର ପ୍ରତିଶୋଧ ନେବାର ସମୟ ଏହି; ସେ ତାହାକୁ ପ୍ରତିଫଳ ଦେବେ। Faic an caibideilପବିତ୍ର ବାଇବଲ (Re-edited) - (BSI)6 ତୁମ୍ଭେମାନେ ବାବିଲ ମଧ୍ୟରୁ ପଳାଅ ଓ ପ୍ରତ୍ୟେକ ଜଣ ଆପଣା ଆପଣା ପ୍ରାଣ ରକ୍ଷା କର; ତାହାର ଅଧର୍ମରେ ଉଚ୍ଛିନ୍ନ ହୁଅ ନାହିଁ; କାରଣ ସଦାପ୍ରଭୁଙ୍କର ପ୍ରତିଶୋଧ ନେବାର ସମୟ ଏହି; ସେ ତାହାକୁ ପ୍ରତିଫଳ ଦେବେ। Faic an caibideilଓଡିଆ ବାଇବେଲ6 ତୁମ୍ଭେମାନେ ବାବିଲ ମଧ୍ୟରୁ ପଳାଅ ଓ ପ୍ରତ୍ୟେକ ଜଣ ଆପଣା ଆପଣା ପ୍ରାଣ ରକ୍ଷା କର; ତାହାର ଅଧର୍ମରେ ଉଚ୍ଛିନ୍ନ ହୁଅ ନାହିଁ; କାରଣ ସଦାପ୍ରଭୁଙ୍କର ପ୍ରତିଶୋଧ ନେବାର ସମୟ ଏହି; ସେ ତାହାକୁ ପ୍ରତିଫଳ ଦେବେ। Faic an caibideilପବିତ୍ର ବାଇବଲ6 ବାବିଲରୁ ପଳାୟନ କର ଓ ତୁମ୍ଭମାନଙ୍କର ନିଜ ନିଜ ପ୍ରାଣ ରକ୍ଷା କର। ଆଉ ତାହାର ଅଧର୍ମରେ ଉଚ୍ଛିନ୍ନ ହୁଅ ନାହିଁ। କାରଣ ଏହା ସଦାପ୍ରଭୁଙ୍କର ପ୍ରତିଶୋଧ ନେବାର ସମୟ ଓ ସେ ସେମାନଙ୍କୁ ତା'ର ପ୍ରତିଫଳ ଦେବେ। Faic an caibideil |