Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 51:61 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

61 ପୁଣି, ଯିରିମୀୟ ସରାୟକୁ କହିଲେ, “ଦେଖ, ତୁମ୍ଭେ ବାବିଲରେ ଉପସ୍ଥିତ ହେଲା ଉତ୍ତାରେ ଏହିସବୁ କଥା ପାଠ କରିବ,

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

61 ପୁଣି, ଯିରିମୀୟ ସରାୟକୁ କହିଲେ, ଦେଖ, ତୁମ୍ଭେ ବାବିଲରେ ଉପସ୍ଥିତ ହେଲା ଉତ୍ତାରେ ଏହିସବୁ କଥା ପାଠ କରିବ,

Faic an caibideil Dèan lethbhreac

ଓଡିଆ ବାଇବେଲ

61 ପୁଣି, ଯିରିମୀୟ ସରାୟକୁ କହିଲେ, “ଦେଖ, ତୁମ୍ଭେ ବାବିଲରେ ଉପସ୍ଥିତ ହେଲା ଉତ୍ତାରେ ଏହିସବୁ କଥା ପାଠ କରିବ,

Faic an caibideil Dèan lethbhreac

ପବିତ୍ର ବାଇବଲ

61 ଆଉ ଯିରିମିୟ ସରାୟକୁ କହିଲେ, “ହେ ସରାୟ, ତୁମ୍ଭେ ବାବିଲକୁ ଯାଇ ଏହି ବାର୍ତ୍ତା ସମସ୍ତଙ୍କ ଗୋଚରାର୍ଥେ ପାଠ କର।

Faic an caibideil Dèan lethbhreac




ଯିରିମୀୟ 51:61
9 Iomraidhean Croise  

ଆଉ, ବାବିଲର ଭବିଷ୍ୟତ ଅମଙ୍ଗଳର ସକଳ କଥା, ଅର୍ଥାତ୍‍, ବାବିଲ ବିଷୟରେ ଏହି ଯେସକଳ କଥା ଲିଖିତ ଅଛି, ତାହା ଯିରିମୀୟ ଗୋଟିଏ ନଳାକାର ପୁସ୍ତକରେ ଲେଖିଲେ।


ଆଉ କହିବ, ‘ହେ ସଦାପ୍ରଭୁ, ତୁମ୍ଭେ ଏହି ସ୍ଥାନ ବିଷୟରେ କହିଅଛ ଯେ, ତୁମ୍ଭେ ତାହା ଉଚ୍ଛିନ୍ନ କରିବ, ତହିଁ ମଧ୍ୟରେ ମନୁଷ୍ୟ କି ପଶୁ କେହି ବାସ କରିବ ନାହିଁ, ମାତ୍ର ତାହା ଚିରକାଳ ଧ୍ୱଂସସ୍ଥାନ ହେବ।’


ଯୀଶୁ ମନ୍ଦିରରୁ ବାହାରି ଚାଲିଯାଉଥିବା ସମୟରେ ତାହାଙ୍କର ଶିଷ୍ୟମାନେ ତାହାଙ୍କୁ ମନ୍ଦିରର ପ୍ରାସାଦସମୂହ ଦେଖାଇବା ପାଇଁ ତାହାଙ୍କ ନିକଟକୁ ଆସିଲେ, କିନ୍ତୁ ସେ ସେମାନଙ୍କୁ କହିଲେ,


ଯୀଶୁ ମନ୍ଦିରରୁ ବାହାରିଯାଉଥିବା ସମୟରେ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ କହିଲେ, ହେ ଗୁରୁ, ଦେଖନ୍ତୁ, କିପରି ପ୍ରସ୍ତର ଓ କିପରି ପ୍ରାସାଦ!


ଆଉ, ତୁମ୍ଭମାନଙ୍କ ମଧ୍ୟରେ ଏହି ପତ୍ର ପଠିତ ହେଲା ପରେ ଲାଅଦିକିଆ ମଣ୍ଡଳୀରେ ମଧ୍ୟ ଯେପରି ପାଠ କରାଯାଏ, ପୁଣି, ଲାଅଦିକିଆରୁ ଯେଉଁ ପତ୍ର ଆସିବ, ତାହା ତୁମ୍ଭେମାନେ ମଧ୍ୟ ଯେପରି ପାଠ କର, ଏଥିନିମନ୍ତେ ଯତ୍ନ କର।


ଅତଏବ, ଏହି ସମସ୍ତ ବାକ୍ୟ ଦ୍ୱାରା ତୁମ୍ଭେମାନେ ପରସ୍ପରକୁ ସାନ୍ତ୍ୱନା ଦିଅ।


ସମସ୍ତ ଭାଇଙ୍କ ନିକଟରେ ଏହି ପତ୍ର ପାଠ କରାଇବା ନିମନ୍ତେ ମୁଁ ପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ଶପଥ ଦେଇ ଅନୁରୋଧ କରୁଅଛି।


ଯେ ପାଠ କରେ ଓ ଯେଉଁମାନେ ଏହି ଭାବବାଣୀ ଶ୍ରବଣ କରନ୍ତି ପୁଣି, ସେଥିରେ ଲିଖିତ ବିଷୟସବୁ ପାଳନ କରନ୍ତି, ସେମାନେ ଧନ୍ୟ, କାରଣ ସମୟ ସନ୍ନିକଟ।


Lean sinn:

Sanasan


Sanasan