ଯିରିମୀୟ 51:62 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT62 ଆଉ କହିବ, ‘ହେ ସଦାପ୍ରଭୁ, ତୁମ୍ଭେ ଏହି ସ୍ଥାନ ବିଷୟରେ କହିଅଛ ଯେ, ତୁମ୍ଭେ ତାହା ଉଚ୍ଛିନ୍ନ କରିବ, ତହିଁ ମଧ୍ୟରେ ମନୁଷ୍ୟ କି ପଶୁ କେହି ବାସ କରିବ ନାହିଁ, ମାତ୍ର ତାହା ଚିରକାଳ ଧ୍ୱଂସସ୍ଥାନ ହେବ।’ Faic an caibideilପବିତ୍ର ବାଇବଲ (Re-edited) - (BSI)62 ଆଉ କହିବ, ହେ ସଦାପ୍ରଭୁ, ତୁମ୍ଭେ ଏହି ସ୍ଥାନ ବିଷୟରେ କହିଅଛ ଯେ, ତୁମ୍ଭେ ତାହା ଉଚ୍ଛିନ୍ନ କରିବ, ତହିଁ ମଧ୍ୟରେ ମନୁଷ୍ୟ କି ପଶୁ କେହି ବାସ କରିବ ନାହିଁ, ମାତ୍ର ତାହା ଚିରକାଳ ଧ୍ଵଂସସ୍ଥାନ ହେବ। Faic an caibideilଓଡିଆ ବାଇବେଲ62 ଆଉ କହିବ, ‘ହେ ସଦାପ୍ରଭୁ, ତୁମ୍ଭେ ଏହି ସ୍ଥାନ ବିଷୟରେ କହିଅଛ ଯେ, ତୁମ୍ଭେ ତାହା ଉଚ୍ଛିନ୍ନ କରିବ, ତହିଁ ମଧ୍ୟରେ ମନୁଷ୍ୟ କି ପଶୁ କେହି ବାସ କରିବ ନାହିଁ, ମାତ୍ର ତାହା ଚିରକାଳ ଧ୍ୱଂସସ୍ଥାନ ହେବ।’ Faic an caibideilପବିତ୍ର ବାଇବଲ62 ଆଉ କହିବ, ‘ହେ ସଦାପ୍ରଭୁ, ତୁମ୍ଭେ ଏହି ସ୍ଥାନ ବିଷୟରେ କହିଅଛ ଯେ ତୁମ୍ଭେ ଏହାକୁ ବିନଷ୍ଟ କରିବ। ତହିଁ ମଧ୍ୟରେ ମନୁଷ୍ୟ କି ପଶୁ କେହି ବାସ କରିବେ ନାହିଁ। ମାତ୍ର ତାହା ଚିରକାଳ ଧ୍ୱଂସ ସ୍ଥାନ ହୋଇ ରହିବ। Faic an caibideil |
ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍ ଶବ୍ଦର ବିଷୟ ଓ ଚିରକାଳର ଉତ୍ସନ୍ନ ସ୍ଥାନ କରିବା।