Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 52:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଆଉ, ସେ ଯିହୋୟାକୀମ୍‍ର କୃତ ସମସ୍ତ କର୍ମାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

2 ଆଉ, ସେ ଯିହୋୟାକୀମର କୃତ ସମସ୍ତ କର୍ମାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲା।

Faic an caibideil Dèan lethbhreac

ଓଡିଆ ବାଇବେଲ

2 ଆଉ, ସେ ଯିହୋୟାକୀମ୍‍ର କୃତ ସମସ୍ତ କର୍ମାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲା।

Faic an caibideil Dèan lethbhreac

ପବିତ୍ର ବାଇବଲ

2 ସିଦିକିୟ ଯିହୋୟାକୀ‌‌‌ମ୍‌‌‌ଙ୍କ ଦୁଷ୍କର୍ମ ପରି ସଦାପ୍ରଭୁଙ୍କ ଦୃଷ୍ଟିରେ ନାନା କୁକର୍ମ କଲା।

Faic an caibideil Dèan lethbhreac




ଯିରିମୀୟ 52:2
8 Iomraidhean Croise  

ମାତ୍ର ଯିହୁଦା ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲା; ପୁଣି, ସେମାନଙ୍କ ପୂର୍ବପୁରୁଷମାନେ ଯାହା ଯାହା କରିଥିଲେ, ସେସବୁ ଅପେକ୍ଷା ସେମାନେ ଆପଣାମାନଙ୍କ କୃତ ପାପ ଦ୍ୱାରା ତାହାଙ୍କୁ ଅଧିକ କୋପାନ୍ୱିତ କଲେ।


ପୁଣି, ହେ ଆହତ ଦୁଷ୍ଟ ଇସ୍ରାଏଲୀୟ ଅଧିପତି, ଅନ୍ତିମ ଅପରାଧ ସମୟରେ ତୁମ୍ଭର ଦିନ ଉପସ୍ଥିତ ହୋଇଅଛି;


Lean sinn:

Sanasan


Sanasan