ଯିରିମୀୟ 52:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ପୁଣି, ସେହି ଦୁଇ ସ୍ତମ୍ଭ, ପ୍ରତ୍ୟେକର ଉଚ୍ଚ ଅଠର ହାତ ଓ ପରିଧି ବାର ହାତ ଓ ତହିଁର ସ୍ଥୂଳତା ଚାରି ଅଙ୍ଗୁଳି ଓ ତାହା ଫମ୍ପା ଥିଲା। Faic an caibideilପବିତ୍ର ବାଇବଲ (Re-edited) - (BSI)21 ପୁଣି, ସେହି ଦୁଇ ସ୍ତମ୍ଭ, ପ୍ରତ୍ୟେକର ଉଚ୍ଚ ଅଠରହାତ ଓ ପରିଧି ବାରହାତ ଓ ତହିଁର ସ୍ଥୂଳତା ଚାରି ଅଙ୍ଗୁଳି ଓ ତାହା ଫମ୍ପା ଥିଲା। Faic an caibideilଓଡିଆ ବାଇବେଲ21 ପୁଣି, ସେହି ଦୁଇ ସ୍ତମ୍ଭ, ପ୍ରତ୍ୟେକର ଉଚ୍ଚ ଅଠରହାତ ଓ ପରିଧି ବାରହାତ ଓ ତହିଁର ସ୍ଥୂଳତା ଚାରି ଅଙ୍ଗୁଳି ଓ ତାହା ଫମ୍ପା ଥିଲା। Faic an caibideilପବିତ୍ର ବାଇବଲ21 ପୁଣି ସେହି ଦୁଇସ୍ତମ୍ଭ ପ୍ରତ୍ୟେକର ଉଚ୍ଚତା ସତେଇଶ୍ ଫୁଟ, ପରିଧି ଅଠର ପୁଟ, ସ୍ଥୁଳତା ତିନି ଇଞ୍ଚ ମୋଟା ଓ ତାହା ଫମ୍ପା ଥିଲା। Faic an caibideil |