ଯିରିମୀୟ 52:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 କାରଣ ସଦାପ୍ରଭୁଙ୍କ କ୍ରୋଧ ସକାଶୁ ସେ ସେମାନଙ୍କୁ ଆପଣା ଛାମୁରୁ ଦୂର ନ କରିବା ପର୍ଯ୍ୟନ୍ତ ଯିରୂଶାଲମ ଓ ଯିହୁଦାରେ ଏପରି ଘଟଣା ଘଟିଲା। ଆଉ, ସିଦିକୀୟ ବାବିଲ ରାଜାର ବିଦ୍ରୋହୀ ହେଲା। Faic an caibideilପବିତ୍ର ବାଇବଲ (Re-edited) - (BSI)3 କାରଣ ସଦାପ୍ରଭୁଙ୍କ କ୍ରୋଧ ସକାଶୁ ସେ ସେମାନଙ୍କୁ ଆପଣା ଛାମୁରୁ ଦୂର ନ କରିବା ପର୍ଯ୍ୟନ୍ତ ଯିରୂଶାଲମ ଓ ଯିହୁଦାରେ ଏପରି ଘଟଣା ଘଟିଲା। ଆଉ, ସିଦିକୀୟ ବାବିଲ ରାଜାର ବିଦ୍ରୋହୀ ହେଲା। Faic an caibideilଓଡିଆ ବାଇବେଲ3 କାରଣ ସଦାପ୍ରଭୁଙ୍କ କ୍ରୋଧ ସକାଶୁ ସେ ସେମାନଙ୍କୁ ଆପଣା ଛାମୁରୁ ଦୂର ନ କରିବା ପର୍ଯ୍ୟନ୍ତ ଯିରୂଶାଲମ ଓ ଯିହୁଦାରେ ଏପରି ଘଟଣା ଘଟିଲା। ଆଉ, ସିଦିକୀୟ ବାବିଲ ରାଜାର ବିଦ୍ରୋହୀ ହେଲା। Faic an caibideilପବିତ୍ର ବାଇବଲ3 ଯିରୁଶାଲମ ଓ ଯିହୁଦାରେ ଭୟଙ୍କର ଘଟଣାମାନ ଘଟିଲା, କାରଣ ସଦାପ୍ରଭୁ ସେମାନଙ୍କ ପ୍ରତି କ୍ରୋଧାନ୍ୱିତ ଥିଲେ। ଶେଷରେ ସଦାପ୍ରଭୁ ସେମାନଙ୍କୁ ଆପଣା ସମ୍ମୁଖରୁ ଦୂର କରିଦେଲେ। ସିଦିକିୟ ବାବିଲ ରାଜାର ବିଦ୍ରୋହୀ ହେଲା। Faic an caibideil |