ଯିରିମୀୟ 52:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଏଥିଉତ୍ତାରେ ତାହାଙ୍କ ରାଜତ୍ଵର ନବମ ବର୍ଷରେ, ଦଶମ ମାସର ଦଶମ ଦିନରେ, ବାବିଲର ରାଜା ନବୂଖଦ୍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୂଶାଲମକୁ ଆସି ତହିଁ ବିରୁଦ୍ଧରେ ଛାଉଣି କଲେ; ଆଉ, ସେମାନେ ତହିଁର ଚତୁର୍ଦ୍ଦିଗରେ ଗଡ଼ ନିର୍ମାଣ କଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)4 ଅନନ୍ତର ତାହାର ଅଧିକାରର ନବମ ବର୍ଷରେ, ଦଶମ ମାସର ଦଶମ ଦିନରେ, ବାବିଲର ରାଜା ନବୂଖଦ୍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୂଶାଲମକୁ ଆସି ତହିଁ ବିରୁଦ୍ଧରେ ଛାଉଣି କଲେ; ଆଉ, ସେମାନେ ତହିଁର ଚତୁର୍ଦ୍ଦିଗରେ ଗଡ଼ ନିର୍ମାଣ କଲେ। Faic an caibideilଓଡିଆ ବାଇବେଲ4 ଏଥିଉତ୍ତାରେ ତାହାଙ୍କ ରାଜତ୍ଵର ନବମ ବର୍ଷରେ, ଦଶମ ମାସର ଦଶମ ଦିନରେ, ବାବିଲର ରାଜା ନବୂଖଦ୍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୂଶାଲମକୁ ଆସି ତହିଁ ବିରୁଦ୍ଧରେ ଛାଉଣି କଲେ; ଆଉ, ସେମାନେ ତହିଁର ଚତୁର୍ଦ୍ଦିଗରେ ଗଡ଼ ନିର୍ମାଣ କଲେ। Faic an caibideilପବିତ୍ର ବାଇବଲ4 ତା'ପରେ ରାଜତ୍ୱର ନବମ ବର୍ଷର, ଦଶମ ମାସର ଦଶମ ଦିନରେ, ବାବିଲର ରାଜା ନବୂଖଦ୍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୁଶାଲମକୁ ଆସିଲେ ଓ ତାହା ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ସେମାନଙ୍କର ଛାଉଣି ସ୍ଥାପନ କଲେ। ସେମାନେ ଏହାର ଚତୁର୍ଦ୍ଦିଗରେ ପ୍ରବେଶ କରି ଅବରୋଧର କାର୍ଯ୍ୟ କଲେ। Faic an caibideil |
“ଯଥା, ବିନୟ କରୁଅଛୁ, ତୁମ୍ଭେ ଆମ୍ଭମାନଙ୍କ ପକ୍ଷରୁ ସଦାପ୍ରଭୁଙ୍କୁ ପଚାର; କାରଣ ବାବିଲର ରାଜା ନବୂଖଦ୍ନିତ୍ସର ଆମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରୁଅଛି; କେଜାଣି ସଦାପ୍ରଭୁ ଆପଣାର ସକଳ ଆଶ୍ଚର୍ଯ୍ୟ କ୍ରିୟାନୁସାରେ ଆମ୍ଭମାନଙ୍କ ପ୍ରତି ବ୍ୟବହାର କରିବେ, ତାହାହେଲେ ସେ ଆମ୍ଭମାନଙ୍କ ନିକଟରୁ ଉଠି ପ୍ରସ୍ଥାନ କରିବ,” ସେସମୟରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଉପସ୍ଥିତ ହେଲା।