ଯିରିମୀୟ 6:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ସେମାନେ ଇସ୍ରାଏଲର ଅବଶିଷ୍ଟ ଲୋକଙ୍କୁ ଦ୍ରାକ୍ଷାଫଳ ପରି ସମ୍ପୂର୍ଣ୍ଣ ରୂପେ ତୋଳି ନେବେ; ତୁମ୍ଭେ ଦ୍ରାକ୍ଷାଫଳ ସଂଗ୍ରହକାରୀ ସଦୃଶ୍ୟ ବାରମ୍ବାର ଆପଣା ହସ୍ତ ଟୋକାଇରେ ଦିଅ।” Faic an caibideilପବିତ୍ର ବାଇବଲ (Re-edited) - (BSI)9 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସେମାନେ ଇସ୍ରାଏଲର ଅବଶିଷ୍ଟ ଲୋକଙ୍କୁ ଦ୍ରାକ୍ଷାଫଳ ପରି ସମ୍ପୂର୍ଣ୍ଣ ରୂପେ ତୋଳି ନେବେ; ତୁମ୍ଭେ ଦ୍ରାକ୍ଷାଫଳ ସଂଗ୍ରହକାରୀର ନ୍ୟାୟ ପୁନଃ ପୁନଃ ଆପଣା ହସ୍ତ ଟୋକାଇରେ ଦିଅ। Faic an caibideilଓଡିଆ ବାଇବେଲ9 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ସେମାନେ ଇସ୍ରାଏଲର ଅବଶିଷ୍ଟ ଲୋକଙ୍କୁ ଦ୍ରାକ୍ଷାଫଳ ପରି ସମ୍ପୂର୍ଣ୍ଣ ରୂପେ ତୋଳି ନେବେ; ତୁମ୍ଭେ ଦ୍ରାକ୍ଷାଫଳ ସଂଗ୍ରହକାରୀ ସଦୃଶ୍ୟ ବାରମ୍ବାର ଆପଣା ହସ୍ତ ଟୋକାଇରେ ଦିଅ।” Faic an caibideilପବିତ୍ର ବାଇବଲ9 ସୈନ୍ୟାଧିପତି ସଦାପ୍ରଭୁ ଏହା କହନ୍ତି, “ଦ୍ରାକ୍ଷା ସଂଗ୍ରହ କଲାପରି ଇସ୍ରାଏଲର ଅବଶିଷ୍ଟ ଲୋକମାନଙ୍କୁ ସମ୍ପୂର୍ଣ୍ଣ ଭାବରେ ଏକତ୍ରିତ କର: ଏହାର ଶାଖାରେ ହାତ ବୁଲାଅ।” Faic an caibideil |