ଯିରିମୀୟ 7:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ମାତ୍ର ଆମ୍ଭେ ଆଜ୍ଞା ଦେଇ ସେମାନଙ୍କୁ ଏହି କଥା କହିଲୁ, ତୁମ୍ଭେମାନେ ଆମ୍ଭ ରବରେ ଅବଧାନ କର, ତହିଁରେ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା ଓ ତୁମ୍ଭେମାନେ ଆମ୍ଭର ଲୋକ ହେବ; ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଯେ ଯେ ପଥରେ ଚାଲିବାକୁ ଆଜ୍ଞା କରୁ, ସେସବୁ ପଥରେ ତୁମ୍ଭେମାନେ ଚାଲ, ତହିଁରେ ତୁମ୍ଭମାନଙ୍କର ମଙ୍ଗଳ ହେବ। Faic an caibideilପବିତ୍ର ବାଇବଲ (Re-edited) - (BSI)23 ମାତ୍ର ଆମ୍ଭେ ଆଜ୍ଞା ଦେଇ ସେମାନଙ୍କୁ ଏହି କଥା କହିଲୁ, ତୁମ୍ଭେମାନେ ଆମ୍ଭ ରବରେ ଅବଧାନ କର, ତହିଁରେ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ଵର ହେବା ଓ ତୁମ୍ଭେମାନେ ଆମ୍ଭର ଲୋକ ହେବ; ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଯେ ଯେ ପଥରେ ଚାଲିବାକୁ ଆଜ୍ଞା କରୁ, ସେସବୁ ପଥରେ ତୁମ୍ଭେମାନେ ଚାଲ, ତହିଁରେ ତୁମ୍ଭମାନଙ୍କର ମଙ୍ଗଳ ହେବ। Faic an caibideilଓଡିଆ ବାଇବେଲ23 ମାତ୍ର ଆମ୍ଭେ ଆଜ୍ଞା ଦେଇ ସେମାନଙ୍କୁ ଏହି କଥା କହିଲୁ, ‘ତୁମ୍ଭେମାନେ ଆମ୍ଭ ରବରେ ଅବଧାନ କର, ତହିଁରେ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା ଓ ତୁମ୍ଭେମାନେ ଆମ୍ଭର ଲୋକ ହେବ; ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଯେ ଯେ ପଥରେ ଚାଲିବାକୁ ଆଜ୍ଞା କରୁ, ସେସବୁ ପଥରେ ତୁମ୍ଭେମାନେ ଚାଲ, ତହିଁରେ ତୁମ୍ଭମାନଙ୍କର ମଙ୍ଗଳ ହେବ।’ Faic an caibideilପବିତ୍ର ବାଇବଲ23 କେବଳ ଆମ୍ଭେ ଏତିକି ଆଜ୍ଞା କରିଥିଲୁ, ‘ତୁମ୍ଭେମାନେ ଆମ୍ଭ ଆଜ୍ଞା ପାଳନ କରିବ, ଆମ୍ଭେ ତୁମ୍ଭର ପରମେଶ୍ୱର ହେବା ଓ ତୁମ୍ଭେମାନେ ଆମ୍ଭର ଲୋକ ହେବ। ଆମ୍ଭେ ଯେଉଁ ଆଜ୍ଞା କରିବୁ, ତୁମ୍ଭେମାନେ ସେହି ପଥରେ ଗ୍ଭଲିଲେ ତୁମ୍ଭମାନଙ୍କର ମଙ୍ଗଳ ହେବ।’ Faic an caibideil |
ସେହି ଭବିଷ୍ୟଦ୍ବକ୍ତାର କି ସ୍ୱପ୍ନଦର୍ଶକର ପ୍ରାଣଦଣ୍ଡ ହେବ; କାରଣ ଯେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ ଓ ଦାସ୍ୟଗୃହରୁ ତୁମ୍ଭକୁ ମୁକ୍ତ କଲେ, ସେହି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁ ପଥରେ ଗମନ କରିବା ନିମନ୍ତେ ତୁମ୍ଭକୁ ଆଜ୍ଞା ଦେଇଅଛନ୍ତି, ତହିଁରୁ ଭୁଲାଇ ନେଇଯିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରତିକୂଳରେ ସେ ବିଦ୍ରୋହର କଥା କହିଅଛି। ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତାକୁ ଉଚ୍ଛିନ୍ନ କରିବ।