ଯିରିମୀୟ 7:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ମାତ୍ର ସେମାନେ ଶୁଣିଲେ ନାହିଁ, କିଅବା କର୍ଣ୍ଣପାତ କଲେ ନାହିଁ, ମାତ୍ର ସେମାନେ ଆପଣା ଆପଣା ମନ୍ତ୍ରଣାରେ ଓ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତାନୁସାରେ ଗମନ କରି ପଶ୍ଚାଦ୍ବର୍ତ୍ତୀ ହେଲେ, ଅଗ୍ରବର୍ତ୍ତୀ ହେଲେ ନାହିଁ। Faic an caibideilପବିତ୍ର ବାଇବଲ (Re-edited) - (BSI)24 ମାତ୍ର ସେମାନେ ଶୁଣିଲେ ନାହିଁ, କିଅବା କର୍ଣ୍ଣପାତ କଲେ ନାହିଁ, ମାତ୍ର ସେମାନେ ଆପଣା ଆପଣା ମନ୍ତ୍ରଣାରେ ଓ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତାନୁସାରେ ଗମନ କରି ପଶ୍ଚାଦ୍ବର୍ତ୍ତୀ ହେଲେ, ଅଗ୍ରବର୍ତ୍ତୀ ହେଲେ ନାହିଁ। Faic an caibideilଓଡିଆ ବାଇବେଲ24 ମାତ୍ର ସେମାନେ ଶୁଣିଲେ ନାହିଁ, କିଅବା କର୍ଣ୍ଣପାତ କଲେ ନାହିଁ, ମାତ୍ର ସେମାନେ ଆପଣା ଆପଣା ମନ୍ତ୍ରଣାରେ ଓ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତାନୁସାରେ ଗମନ କରି ପଶ୍ଚାଦ୍ବର୍ତ୍ତୀ ହେଲେ, ଅଗ୍ରବର୍ତ୍ତୀ ହେଲେ ନାହିଁ। Faic an caibideilପବିତ୍ର ବାଇବଲ24 “ମାତ୍ର ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ଆମ୍ଭ କଥା ଶୁଣିଲେ ନାହିଁ। ସେମାନେ ସେଥିପ୍ରତି ଧ୍ୟାନ ଦେଲେ ନାହିଁ। ସେମାନେ ଅବାଧ୍ୟ ହୋଇ ନିଜ ନିଜ ମନ୍ତ୍ରଣାରେ ଗ୍ଭଳିତ ହେଲେ। ସେମାନେ ନିଜର ଦୁଷ୍ଟ ଅନ୍ତଃକରଣ ଯୋଗୁଁ ପଶ୍ଚାତ୍ବର୍ତ୍ତୀ ହେଲେ, ଅଗ୍ରଗାମୀ ହେଲେ ନାହିଁ। Faic an caibideil |
ମଧ୍ୟ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ପ୍ରଭାତରେ ଉଠି ସେମାନଙ୍କୁ ପଠାଇ ତୁମ୍ଭମାନଙ୍କୁ କହିଅଛୁ, ‘ତୁମ୍ଭେମାନେ ପ୍ରତ୍ୟେକେ ଏବେ ଆପଣା ଆପଣା କୁପଥରୁ ଫେର, ଆପଣମାନଙ୍କର ଆଚରଣ ସୁଧରାଅ ଓ ଅନ୍ୟ ଦେବଗଣର ସେବା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍ଗାମୀ ହୁଅ ନାହିଁ, ତହିଁରେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଆମ୍ଭର ଦତ୍ତ ଦେଶରେ ତୁମ୍ଭେମାନେ ବାସ କରିବ;’ ମାତ୍ର ତୁମ୍ଭେମାନେ କର୍ଣ୍ଣପାତ କରି ନାହଁ, କିଅବା ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ।
ମାତ୍ର ଇସ୍ରାଏଲ ବଂଶ ପ୍ରାନ୍ତରରେ ଆମ୍ଭର ବିଦ୍ରୋହାଚାରୀ ହେଲେ; ସେମାନେ ଆମ୍ଭର ବିଧିରୂପ ପଥରେ ଚାଲିଲେ ନାହିଁ ଓ ଆମ୍ଭର ଶାସନସକଳ ଅଗ୍ରାହ୍ୟ କଲେ, ମନୁଷ୍ୟ ଯଦି ତାହା ପାଳନ କରେ, ତେବେ ତହିଁରେ ସେ ବଞ୍ଚିବ; ପୁଣି, ସେମାନେ ଆମ୍ଭର ବିଶ୍ରାମ ଦିନସକଳ ଅତ୍ୟନ୍ତ ଅପବିତ୍ର କଲେ; ସେତେବେଳେ ଆମ୍ଭେ ପ୍ରାନ୍ତରରେ ସେମାନଙ୍କୁ ସଂହାର କରିବା ନିମନ୍ତେ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।
ମାତ୍ର ସେହି ସନ୍ତାନଗଣ ଆମ୍ଭର ବିଦ୍ରୋହାଚରଣ କଲେ; ସେମାନେ ଆମ୍ଭର ବିଧିରୂପ ପଥରେ ଚାଲିଲେ ନାହିଁ ଓ ଆମ୍ଭର ଶାସନସକଳ ରକ୍ଷା କରି ପାଳନ କଲେ ନାହିଁ, ମନୁଷ୍ୟ ତାହା ପାଳନ କଲେ, ତହିଁରେ ସେ ବଞ୍ଚିବ; ସେମାନେ ଆମ୍ଭର ବିଶ୍ରାମ ଦିନସକଳ ଅପବିତ୍ର କଲେ; ତହିଁରେ ଆମ୍ଭେ ପ୍ରାନ୍ତରରେ ସେମାନଙ୍କ ବିରୁଦ୍ଧରେ ଆପଣା କ୍ରୋଧ ସାଧିବା ପାଇଁ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।
ମାତ୍ର ସେମାନେ ଆମ୍ଭର ବିଦ୍ରୋହାଚାରୀ ହେଲେ ଓ ଆମ୍ଭର କଥା ଶୁଣିବାକୁ ଅସମ୍ମତ ହେଲେ; ସେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଦୃଷ୍ଟିର ସମ୍ମୁଖରୁ ଘୃଣାଯୋଗ୍ୟ ବସ୍ତୁସକଳ ଦୂର କଲେ ନାହିଁ, କିଅବା ମିସରୀୟ ପ୍ରତିମାଗଣକୁ ଛାଡ଼ିଲେ ନାହିଁ; ତହିଁରେ ଆମ୍ଭେ ମିସର ଦେଶ ମଧ୍ୟରେ ସେମାନଙ୍କ ପ୍ରତିକୂଳରେ ଆପଣା କ୍ରୋଧ ସାଧିବା ପାଇଁ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।